ଆସିଲା ବାତ୍ୟା ‘ଦାନା’ର ସମ୍ଭାବ୍ୟ ଗତିପଥ; ଭୀଷଣ ବାତ୍ୟା ହୋଇ ବୁଧବାର ଛୁଇଁବ ସ୍ଥଳଭାଗ ଭୁବନେଶ୍ୱର,୨୧ା୧୦: ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ର ଗତିପଥ ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ ଟ୍ରାକ୍ ଜାରି କରିଛି। ଆଇଏମଡି ଅନୁଯାୟୀ, ସୋମବାର ଏହା ଲଘୁଚାପରେ ପରିଣତ ହୋଇଛି। କ୍ରମେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ...