ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା
ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର ସହରରେ ଏକ ଆଧାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା। ଏହି ଅବସରରେ ତୋଲ, ଝାଞ୍ଜ…
ସିମନବାଡ଼ି-ବାଡାବାଙ୍ଗାରେ ଦଣ୍ଡନାଚ: ଦର୍ଶକଙ୍କ ପ୍ରବଳ ଭିଡ଼
ଦାରିଙ୍ଗବାଡ଼ି,୧୦ା୪(ଅରୁଣ ସାହୁ): ଚୈତ୍ର ମାସରେ ଚାରିଆଡ଼େ ଦଣ୍ଡନାଚ ପାଇଁ ଏକ ପ୍ରକାର ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି। ଏହି ପ୍ରରିପ୍ରେକ୍ଷୀ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମଧ୍ୟ ପ୍ରତିଦିନ ଗାଁ ଗାଁରେ ଏହି ଦଣ୍ଡନାଚ ଚାଲିଛି। ଏହି ଅବସରରେ ଗୁରୁବାର…
ବାହାଡ଼ାପଦରରେ ପଞ୍ଚୁଦଣ୍ଡ ମହାମିଳନ
ଭଞ୍ଜନଗର,୫।୪ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ବ୍ଳକ ବାହାଡ଼ାପଦରରେ ଓଁକାର ଜେନାଙ୍କ ଘର ସମ୍ମୁଖରେ ଶୁକ୍ରବାର ପଞ୍ଚୁଦଣ୍ଡ ଅନୁଷ୍ଠିତ ହୋଇଯାଇଛି। ମହାମିଳନରେ କୁଲାଙ୍ଗୀ,ନାରୀଗୋଛା, ତାରସିଙ୍ଗି, ଝାଡ଼ଭୂମି,କୁଶପଲ୍ଲୀ ଦଣ୍ଡ ଦଳ ଅଂଶଗ୍ରହଣ କରିଥିଲେ। ସକାଳ ସମୟରେ ସମସ୍ତ ଦଣ୍ଡ ପୁଞ୍ଜା କର୍ତ୍ତାଙ୍କ…

