ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ…. ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ କାଳୀଙ୍କ ଘଟ ଓଡ଼ିଆ ଢମଣା ସାହି ସ୍ଥିତ ବାବା ରାମ ଲିଙ୍ଗେଶ୍ୱର ମନ୍ଦିରରେ…