ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ): ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ର ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...