ଅଜଣା ଜୀବ କାମୁଡ଼ାରେ ଅନୁଭବ ମଲ୍ଲିକଙ୍କ ମୃତ୍ୟୁ, ମାଣ୍ଡିପାଙ୍କାରେ ଶୋକାକୁଳ ପରିବେଶ
ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଅଜଣା ବିଷାକ୍ତ ଜୀବ କାମୁଡ଼ାରେ ଆଇଟିଆଇ ପ୍ରଥମବର୍ଷର ଛାତ୍ରଙ୍କ ମୃତ୍ୟୁ ହୋଇଛି । ବ୍ରହ୍ମପୁର ବଡ଼ ମେଡିକାଲରେ…
୫୯ ନଂ ଜାତୀୟ ରାଜପଥ ଗାଜଲବାଡି ଘାଟି ସିଲ୍, ଗୋପାଳପୁର-ରାଇପୁର ଯାତାୟାତ ବନ୍ଦ
ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟି ରାସ୍ତାକୁ ସିଲ୍ କଲା କନ୍ଧମାଳ ଜିଲା ପ୍ରଶାସନ । ଗୁରୁବାର ଅପରାହ୍ନ ଠାରୁ ସିଲ୍ କରାଯାଇଥିବା ବେଳେ ଉକ୍ତ ରାଜପଥର…
ଜିଲାସ୍ତରରେ ଶିକ୍ଷକ ସମ୍ବର୍ଦ୍ଧନା ଉତ୍ସବ, ପ୍ରଧାନ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା କଲେ ଜିଲାପାଳ
ଦାରିଙ୍ଗବାଡି, ୨୦।୯(ଅରୁଣ ସାହୁ ): କନ୍ଧମାଳ ଜିଲା ବନଜ୍ୟୋସ୍ନା ସାହିତ୍ୟ ସଂସଦ ପକ୍ଷରୁ ରବିବାର ଜିଲା ସୂଚନା ଓ ଲୋକ ସମ୍ପର୍କ ଭବନ, ଫୁଲବାଣୀ ଠାରେ ଜିଲାସ୍ତରୀୟ ଶିକ୍ଷକ ସମ୍ବର୍ଦ୍ଧନା ଏବଂ ଗୁରୁପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ…
ଅମାନିଆ ବାଇକ ଚାଳକଙ୍କୁ ସାବଡ଼ କଲା ଦାରିଙ୍ଗବାଡି ପୋଲିସ, ୮ ବାଇକ ଜବତ
ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ପାର୍ବଣ ଋତୁ ପାଇଁ ବଜାର ଚଳ ଚଞ୍ଚଳ ରହିଛି । ବଜାର ଛକରେ ଏକାଧିକ ଗଣେଶ ମେଢ଼ ରହିଥିବା ବେଳେ ଭିଡ଼ ଲାଗି ରହିଛି । ଏହାକୁ ଦୃଷ୍ଟିରେ ରଖି ଦାରିଙ୍ଗବାଡି ଆଇଆଇସି ସଂଗ୍ରାମ କେଶରୀ ଜେନାଙ୍କ ନେତୃତ୍ୱରେ…
ଦାରିଙ୍ଗବାଡ଼ିର ଦୁର୍ଗମ ପାହାଡ଼ରୁ ମେଡିକାଲ କଲେଜ: ୩ ବର୍ଷରେ NEET କ୍ଲିୟର କଲେ ୮ ଛାତ୍ରୀଛାତ୍ର
ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ଓଡିଶାର କାଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡି ଏକ ବୃହତ ବ୍ଲକ ଭାବେ ପରିଚିତ । ଏଠାରେ ବଣ, ଜଙ୍ଗଲ ଘେରା ଦୁର୍ଗମ ପାହାଡ଼ ଉପରେ ଅନୁସୂଚିତ ଜନଜାତି ଓ ଜାତି, ପଛୁଆ ବର୍ଗର ଜନ ବସତି ରହିଛି ।…
ଦାରିଙ୍ଗବାଡ଼ିରେ ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ: ବାଲ୍ୟବିବାହ ରୋକିବା ଓ କନ୍ୟାରତ୍ନଙ୍କ ସୁରକ୍ଷା ଉପରେ ଗୁରୁତ୍ୱ
ଦାରିଙ୍ଗବାଡି,୭।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ମିଶନଶକ୍ତି ଗୃହ ପରିସର ମଧ୍ୟରେ ସୋମବାର ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲେ । ଏଥିରେ ସିଡିପିଓ ସଂନ୍ଧ୍ୟାରାଣୀ ପଣ୍ଡା ଅଧ୍ୟକ୍ଷତା କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ…
ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…
ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି । ପ୍ରକାଶ ଯେ କନ୍ଧମାଳ ଏସପି ରମେନ୍ଦ୍ର ପ୍ରସାଦଙ୍କ…
ବିଶ୍ୱ ଜନଜାତି ଦିବସରେ ଗର୍ଜିଲେ ଅଧିବାସୀ, କନ୍ଧମାଳ ମେଡିକାଲ କଲେଜର ନାମ ପରିବର୍ତ୍ତନକୁ ବିରୋଧ
ଦାରିଙ୍ଗବାଡି,୯ା୮(ଅରୁଣ ସହୁ ): ବିଶ୍ୱ ଜନଜାତି ଦିବସ ରବିବାର ପାଳିତ ହୋଇଯାଇଛି । ଏହି ଅବସରରେ ଅଞ୍ଚଳରେ ବସବାସ କରୁଥିବା ଜନଜାତି ସମ୍ପ୍ରଦାୟର ଶତାଧିକ ମହିଳା, ପୁରୁଷ ଏକାଠି ହୋଇ ପାରମ୍ପରିକ ବାଦ୍ୟ ଯନ୍ତ୍ର ପୋଷାକ, ଅଳଙ୍କାର, ଆଦି ପରିଧାନ କରି…
ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…
ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର ବିଷୟ ପାଲଟିଛି ।ଏହି ଘଟଣାକୁ ନେଇ ଦାରିଙ୍ଗବାଡି ପୋଲିସ ପକ୍ଷରୁ ତଦନ୍ତ ତ୍ବରାନ୍ୱିତ…
୨ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଦାରିଙ୍ଗବାଡିରୁ ଉଠାଇଲା ମୁମ୍ବାଇ ପୋଲିସ
ଦାରିଙ୍ଗବାଡି,୨୯।୭(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଗଞ୍ଜେଇ ଚୋରାଚାଲାଣ ଏବେ ଆଉ କେଵଳ ରାଜ୍ୟ ମଧ୍ୟରେ ସିମିତ ହୋଇ ରହିନାହିଁ । କନ୍ଧମାଳରୁ ବିଭିନ୍ନ ରାଜ୍ୟକୁ ଗଞ୍ଜେଇ ଚାଲାଣ ହେଉଛି। ଗଞ୍ଜେଇ ଚୋରାଚାଲାଣ କରିଥିବା ଅଭିଯୋଗରେ ଦାରିଙ୍ଗବାଡି ଥାନା ଅଞ୍ଚଳରୁ ୨ଜଣଙ୍କୁ ମୁମ୍ବାଇ…
୫୯ ନଂ ଜାତୀୟ ରାଜପଥରେ ମାଳମାଳ ଗାଈ-ଛେଳି, ଟ୍ରାଫିକ ସମସ୍ୟା ସହ ବଢୁଛି ଦୁର୍ଘଟଣା
ଦାରିଙ୍ଗବାଡି,୬ା୭(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥ ଗାଈ, ବଳଦ ଛେଳିଙ୍କ ଆଡ୍ଡାସ୍ଥଳୀ ପାଲଟିଛି । ଏବେ ଲଗାଣ ବର୍ଷା କାରଣରୁ ଚାରିଆଡେ ପାଣି ଓ କାଦୁଅ ଥିବାରୁ ଅଧିକା ଗାଈ, ବଳଦ…
୩ ଜିଲାର ସୀମାରେ ପହଞ୍ଚିଲେ ଭାଜପାର ନେତା, ବିଧାୟକ ଉଦଘାଟନ କଲେ …
ଦାରିଙ୍ଗବାଡି,୨୯।୬(ଅରୁଣ ସାହୁ): କନ୍ଧମାଳ ଜିଲା ଭାଜପା ସଂଗଠନକୁ ସୁଦୃଢ଼ କରିବା ପାଇଁ ନେତା ଏବଂ କର୍ମୀମାନେ ଅଣ୍ଟା ଭିଡିଛନ୍ତି । ସମସ୍ତ ବୁଥ ସ୍ତରରେ କର୍ମୀମାନେ ପ୍ରତେକ ମୁହୂର୍ତ୍ତରେ ଲୋକଙ୍କ ସହ ଯୋଡିହେବା ଓ ଗାଁ ଗାଁରେ ଶକ୍ତିକେନ୍ଦ୍ର ଗୁଡିକରେ ଲୋକଙ୍କୁ…

