Tag Archives: daringbadi news

ଦ୍ଵିତୀୟ ଦିନରେ ଦାରିଙ୍ଗବାଡି ପୋଲିସର ମଦ ଧରପଗଡ଼ ଅଭିଯାନ, ସାବଡ଼ ହେଉଛନ୍ତି ଚୋରା ମଦ ବ୍ୟବସାୟୀ

ଦାରିଙ୍ଗବାଡି,୧୮ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ପକ୍ଷରୁ ଦ୍ଵିତୀୟ ଦିନରେ ମଧ୍ୟ ଚୋରାମଦ ଧରପଗଡ଼ ଜୋରଦାର କରାଯାଇଛି । ଦାରିଙ୍ଗବାଡି ଆଇଆଇସି ସଂଗ୍ରାମ କେଶରୀ ଜେନାଙ୍କ ନେତୃତ୍ୱରେ ଅବକାରୀ ବିଭାଗ ଏବଂ ପୋଲିସ ସୁରକ୍ଷା ବାହିନୀର ମିଳିତ ଉକ୍ତ ଥାନା…

ଶୀତ ମହୋତ୍ସବ ମଶାଲ ଶୋଭାଯାତ୍ରାରେ କଳାହାଣ୍ଡି କଟପ୍ପା, ଦେଖିବାକୁ ଶହଶହ ଦର୍ଶକଙ୍କ ଭିଡ଼

ଦାରିଙ୍ଗବାଡି, ୮/୧ (ଅରୁଣ ସାହୁ ): ବହୁ ପ୍ରତିକ୍ଷିତ ଶୀତ ମହୋତ୍ସବ -୨୦୨୬ ଗୁରୁବାର ସଂନ୍ଧ୍ୟାରେ ଉଦଘାଟନ ହେବାକୁ ଯାଉଛି । ଏହି ଅବସରରେ ଦାରିଙ୍ଗବାଡି ଶିବ ମନ୍ଦିର ପ୍ରାଙ୍ଗଣରୁ ମଶାଲ ବାହାରି ଶୀତ ମହୋତ୍ସବ ପଡିଆରେ ପହଞ୍ଚିଥିଲା । ଏହି…

ଭାଜପାର ଜିଲା ସାଙ୍ଗଠନିକ ବୈଠକ, ତୃଣମୂଳ ସ୍ତରରୁ ସଂଗଠନ ମଜବୁତ କରିବାକୁ ଆହ୍ୱାନ

ଦାରିଙ୍ଗବାଡି, ୫/୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ରାଣୀଦୁର୍ଗା କଲ୍ୟାଣମଣ୍ଡପ ପରିସର ମଧ୍ୟରେ ସୋମବାର ଭାଜପାର ଜିଲ୍ଲା ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଦଳର ଜିଲ୍ଲା ସଭାପତି ପଣ୍ଡିତ ବିଶିମାଝିଙ୍କ ଅଧ୍ୟକ୍ଷତା ବୈଠକରେ ଜିଲା ସାଧାରଣ ସମ୍ପାଦକ…

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ ରଞ୍ଜନ ବେହରଦଳାଇ ଓପିଏସସିରେ ଭେଟେରିନାରି ଆସିଷ୍ଟାଣ୍ଟ ସର୍ଜନ ପରୀକ୍ଷାରେ ୧୬ତମ ସ୍ଥାନ ରଖି ଉତ୍ତୀର୍ଣ୍ଣ…

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ ବଣରେ ପର୍ଯ୍ୟଟକମାନେ ବଣ ଭୋଜି କରି ମଜା ନେଉଥିବା ବେଳେ କୌଣସି କାରଣରୁ ୨…

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ): ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ର ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?