ବାଲିଯାତ୍ରା କି ବାଣିଜ୍ୟ ମେଳାରେ ଦାରିଙ୍ଗବାଡ଼ି କଫିର ଚାହିଦା ନାହିଁ, ପ୍ରଚାର ପ୍ରସାର ପାଇଁ ଯଦି… ଦାରିଙ୍ଗବାଡ଼ି,୧୬ା୧୧(ଅରୁଣ ସାହୁ): ଜୈବିକ ପଦ୍ଧତିିରେ ଦାରିଙ୍ଗବାଡ଼ି କଫି ଚାଷ କରାଯାଉଛି। କୋରାପୁଟ ପରେ ଦାରିଙ୍ଗବାଡ଼ି କଫିର ବହୁତ ଚାହିଦା ରହିଛି ହେଲେ ଦାରିଙ୍ଗବାଡ଼ି କଫିକୁ ନେଇ ସରକାରଙ୍କ ପକ୍ଷରୁ କୌଣସି ଆଗ୍ରହ ପ୍ରକାଶ ପାଉନି। କଫି ବଗିଚା ଦାରିଙ୍ଗବାଡ଼ିକୁ ସ୍ବତନ୍ତ୍ର ପରିଚୟ…