daringibadi

ବଡ଼ଦିନ ପାଇଁ ସଜେଇ ହେଉଛି ଦାରିଙ୍ଗବାଡ଼ି, ପର୍ଯ୍ୟଟକଙ୍କ ଆଗମନକୁ ଦୃଷ୍ଟିରେ ରଖି…

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଆଉ ମାତ୍ର ୨ ଦିନର ଅପେକ୍ଷା ସାରା ବିଶ୍ୱରେ ଦେଖାଦେବ ଖୁସି ଓ ଆନନ୍ଦ। ପ୍ରଭୁ ଯୀଶୁଖ୍ରୀଷ୍ଟ ଜନ୍ମ ନେବେ ଏଥିପାଇଁ ଚାରିଆଡ଼େ ଖ୍ରୀଷ୍ଟ…

16 hours ago

ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨ କିମି…

1 week ago

ଦାରିଙ୍ଗବାଡିରେ ଲାଗୁଛି ଗରମ: ନିରାଶ ହେଉଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡି,୨୩।୧୧(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଅଞ୍ଚଳରେ ହଠାତ ଶୀତ ଗାଏବକୁ ନେଇ ପର୍ଯ୍ୟଟକଙ୍କ ମଧ୍ୟରେ ନିରାଶ ଦେଖିବାକୁ ମିଳିଛ। ଜଳବାୟୁ ପରିବର୍ତ୍ତନ ସହ ଆଉ…

4 weeks ago

ଇକୋ ରିଟ୍ରିଟ୍‌ କର୍ମଚାରୀ ଶିଖୁଛନ୍ତି ନିଆଁ ଲିଭାଇବାର କୌଶଳ

ଦାରିଙ୍ଗବାଡ଼ି,୧୯ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ ପରିସର ମଧ୍ୟରେ ପର୍ଯ୍ୟଟକଙ୍କୁ ନିଆଁ ଦାଉରୁ ସୁରକ୍ଷା ଦେବା ପାଇଁ ଅଗ୍ନିଶମ ବିଭାଗ ପକ୍ଷରୁ ବଡ଼ ପଦକ୍ଷେପ…

1 month ago

ଇକୋ ରିଟ୍ରିଟ୍‌ କାର୍ଯ୍ୟ ତଦାରଖ କଲେ ବିଡିଓ, ତୁରନ୍ତ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ ଦେଇ…

ଦାରିଙ୍ଗବାଡ଼ି,୨୬ା୧୦(ଅରୁଣ ସାହୁ): ପର୍ଯ୍ୟଟନ ଋତୁକୁ ନଜରରେ ରଖି ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରର ଉନ୍ନୟନ କାର୍ଯ୍ୟକୁ ତ୍ୱରାନ୍ବିତ କରାଯିବା ପାଇଁ ବିଡିଓ ପ୍ରୀତିରଞ୍ଜନ ରଥ କାର୍ଯ୍ୟ ଚାଲିଥିବା ପର୍ଯ୍ୟଟନକ୍ଷେତ୍ରକୁ ରବିବାର…

2 months ago

ଦାରିଙ୍ଗବାଡ଼ିରେ ପ୍ରଥମ: କଲମୀ ବାଇଗଣ ଚାଷ କରି ଲାଭବାନ ହେଲେ ମହିଳା

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଏକ ନୂଆ କିସମ ଓ କଲମୀ ପ୍ରସ୍ତୁତିରେ ଚାଷ କରି ଜଣେ ମହିଳା ଲାଭବାନ ହୋଇଛନ୍ତି। ଏଭଳି…

3 months ago

ଦୁର୍ଗମ ପଞ୍ଚାୟତର ମାଳମାଳ ଅଭିଯୋଗ ନେଇ ଆଗେଇ ଆସିଲେ ସରପଞ୍ଚ-ସମିତି ସଭ୍ୟ, ଜିଲାପାଳଙ୍କୁ କହି…

ଦାରିଙ୍ଗବାଡ଼ି,୧୩ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ୨୫ଟି ପଞ୍ଚାୟତକୁ ନେଇ ଗଠିତ। ୨୦୧୧ ଜନଗଣନା ରିପୋର୍ଟ ଅନୁଯାୟୀ, ୧ ଲକ୍ଷ ୧୦ ହଜାର ଜନସଂଖ୍ୟା ରହିଛନ୍ତି।…

4 months ago

ଦାରିଙ୍ଗବାଡ଼ିର ଅଧିକାଂଶ ଅଞ୍ଚଳରେ ବିଏସ୍‌ଏନ୍‌ଏଲ୍‌ ସେବା ଅଚଳ: ଉପଭୋକ୍ତା ହଟହଟା

ଦାରିଙ୍ଗବାଡ଼ି,୨୭ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ବିଏସ୍‌ଏନ୍‌ଏଲ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଗତ ୧ ବର୍ଷ ଧରି ସିଆଙ୍ଗବାଲି ପଞ୍ଚାୟତରେ ବିଏସ୍‌ଏନ୍‌ଏଲ ମୋବାଇଲ ସେବା…

5 months ago

ଦାରିଙ୍ଗବାଡ଼ି-ବେଲଘରରେ ହେବ ପର୍ଯ୍ୟଟକଙ୍କ ପାଇଁ ବ୍ୟବସ୍ଥା: ଗାଁ ଭିତରେ ହେବ ହୋମ୍‌ ଷ୍ଟେ

ଦାରିଙ୍ଗବାଡ଼ି,୨୦ା୭(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନକ୍ଷେତ୍ରର ବିକାଶ ପାଇଁ ରାଜ୍ୟ ସରକାର ଆଉ ଗୋଟିଏ ପାଦ ଆଗକୁ ବଢ଼ିଛନ୍ତି। ଏଥିପାଇଁ ନୂତନ ଯୋଜନାକୁ ସଫଳ କରିବା ପାଇଁ…

5 months ago

ସିମନବାଡ଼ି-ରାଇକିଆ ରାସ୍ତାରେ ଗାଡ଼ିମୋଟର ଚଳାଚଳ ବନ୍ଦ, ଲୋକେ ହଟହଟା

ଦାରିଙ୍ଗବାଡ଼ି,୧୮ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବାଡ଼ାବାଙ୍ଗା ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଏକ ନିର୍ମାଣାଧୀନ ପୋଲ ନିକଟ ଡାଇଭର୍ସନ ରାସ୍ତା କର୍ଦ୍ଦମାକ୍ତ ଯୋଗୁ ଗୋଟିଏ ଟ୍ରକ୍‌…

6 months ago

ଦୃଷ୍ଟି ଆଢୁଆଳରେ ପର୍ଯ୍ୟଟନ କ୍ଷେତ୍ର: ମୁକୁଳା ପଡ଼ିଛି ଡୁଲୁରୀ ପାଇନବଣ, ରାଜସ୍ବ ହରାଉଛି ପ୍ରଶାସନ

ଦାରିଙ୍ଗବାଡ଼ି,୧୪ା୬(ଅରୁଣ ସାହୁ): ଦୈନିକ ଶହଶହ ପର୍ଯ୍ୟଟକ ଦାରିଙ୍ଗବାଡ଼ି ବୁଲୁଛନ୍ତି। ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ଖରାଛୁଟିରେ ଛାତ୍ରୀଛାତ୍ର ପରିବାର ସହ ଦାରିଙ୍ଗବାଡ଼ିର ବିଭିନ୍ନ ପର୍ଯ୍ୟଟନକ୍ଷେତ୍ର ଏହି ପରିପ୍ରେକ୍ଷୀରେ ଉକ୍ତ…

6 months ago

ଏବେ ତାତିରେ ସିଝୁଛି ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ି, ରାସ୍ତାଘାଟ ଜନଶୂନ୍ୟ

ଦାରିଙ୍ଗବାଡ଼ି,୭ା୬(ଅରୁଣ ସାହୁ): ଓଡ଼ିଶାର ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ି ଓଡ଼ିଶାର କଶ୍ମୀର ଭାବେ ଜଣାଶୁଣା କିନ୍ତୁ ଗ୍ରୀଷ୍ମ ପ୍ରବାହରେ ଏବେ ଅସମ୍ଭାଳ ହୋଇପଡ଼ିଛି ଏହି ଥଣ୍ଡା ଅଞ୍ଚଳ। ସକାଳ ୮ଟାରୁ…

7 months ago