ଦାରିଙ୍ଗବାଡ଼ିରେ ଭାଇଚାରା ଶାନ୍ତି ସଦ୍ଭାବନାର ଆଉ ଗୋଟିଏ ପ୍ରୟାସ, ଦୀର୍ଘଦିନ ପରେ ଏକାଠି ହେଲେ…
ଦାରିଙ୍ଗବାଡ଼ି,୨୮ା୫(ଅରୁଣ ସାହୁ): ଦୁଇ ଦଶନ୍ଧି ପରେ ନିଜ ଗାଁ ତଥା ନିଜ ବ୍ଲକ ମାଟିରେ ବସିକି ଅଞ୍ଚଳବାସୀ ଦେଖିବେ ଅପେରା। ଯେଉଁଠି ସାମାଜିକ ନାଟକ ତଥା ଘର ଘରର କାହାଣୀର ଦୃଶ୍ୟ ଏବଂ ସାମାଜିକ ଚଳଣି ସମ୍ପର୍କିତ ଦୃଶ୍ୟକୁ ଦେଖିବାକୁ...
‘ଅପରେଶନ ସିନ୍ଦୂର’ରେ ଭାରତୀୟ ସେନାର ସଫଳତା ନେଇ ଦାରିଙ୍ଗବାଡ଼ିବାସୀ ଦେଖାଇଲେ ଦେଶପ୍ରେମ
ଦାରିଙ୍ଗବାଡ଼ି,୨୨ା୫(ଅରୁଣ ସାହୁ): ପହଲଗାମରେ ହିନ୍ଦୁ ପର୍ଯ୍ୟଟକଙ୍କୁ ହତ୍ୟାର ପ୍ରତିବାଦରେ ଭାରତ ଏହାର ଜବାବ ପାକିସ୍ଥାନକୁ ତା’ରି ଭାଷାରେ ଦେଇଥିଲା। ଏଥିରେ ପାକିସ୍ଥାନର ଆତଙ୍କୀ ଶିବିର ସହ ଏୟାରବେସ୍ ଓ ଅନେକ କିଛି କ୍ଷତି ହୋଇଥିଲା। ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...
ଡୁଲୁରୀ ପାଇନ୍ ବଣରେ ଭୋଜି କରି ଗ୍ରୀଷ୍ମଛୁଟିର ମଜା ନେଉଛନ୍ତି ପର୍ଯ୍ୟଟକ
ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): ପରିବାର ହୁଅନ୍ତୁ ବା ସାଙ୍ଗସାଥୀ ବନ୍ଧୁ ପରିଜନ ସେମାନଙ୍କ ସହ ସମୟ ବିତାଇବା ପାଇଁ ପ୍ରକୃଷ୍ଟ ସମୟ ହେଉଛି ବଣଭୋଜିର ଆସର। ଆଉ ଏହା କରିବା ପାଇଁ କେଉଁ ଭଲ ସ୍ଥାନ ଠିକ୍ ତାକୁ ଚୟନ କରବା...
ପରିଚୟ ହଜାଇବାକୁ ବସିଲାଣି ଗୋଲମରିଚ: ଅମଳ କରି ପ୍ରସ୍ତୁତି ଅପେକ୍ଷାରେ ଚାଷୀ
ଦାରିଙ୍ଗବାଡ଼ି,୧୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ସ୍ବତନ୍ତ୍ର ପରିଚୟ ଦେଇଥିବା କଫି ବଗିଚା ଓ ତା’ ପରିସର ମଧ୍ୟରେ ରହିଥିବା ଗୋଲମରିଚ ଏବେ ନିଜ ପରିଚୟ ହଜାଇବାକୁ ବସିଲାଣି। ବଗିଚା ଯେଉଁଭଳି ଅସୁରକ୍ଷିତ ସେଠାକୁ ଦୈନିକ ଆସୁଥିବା ପର୍ଯ୍ୟଟକ ମଧ୍ୟ...
‘ଧରିତ୍ରୀ’ରେ ଖବର ପ୍ରକାଶ ପରେ ବାଡ଼ାବାଙ୍ଗାକୁ ଗଡ଼ିଲା ଲକ୍ଷ୍ମୀବସ୍, ଅଞ୍ଚଳବାସୀଙ୍କ ଖୁସି କହିଲେ ନ ସରେ…
ଦାରିଙ୍ଗବାଡ଼ି,୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଛି ୨୫ଟି ପଞ୍ଚାୟତ। ତେବେ ରାଜ୍ୟ ସରକାରଙ୍କ ପକ୍ଷରୁ ଯେବେଠାରୁ ଲକ୍ଷ୍ମୀବସ୍ ଚଳାଚଳ ଆରମ୍ଭ କରିଛି ସେହି ଦିନଠାରୁ ଉକ୍ତ ବ୍ଲକର ବାଡ଼ାବାଙ୍ଗା ପଞ୍ଚାୟତକୁ ଏହି ବସ୍ ସେବାରୁ ବଞ୍ଚିତ...
ଛେଚିଲା କୁଆପଥର ବର୍ଷା: ଡ୍ରେନ୍ ପାଣି ସହ ମିଶି ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ହେଲା ଭର୍ତ୍ତି
ଦାରିଙ୍ଗବାଡ଼ି,୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ସୋମବାର ଅପରାହ୍ନରେ କୁଆପଥର ସହ ପ୍ରବଳ ବର୍ଷା ହୋଇଛି। ପ୍ରାୟ ୧ ଘଣ୍ଟା ଧରି ଏହି ବର୍ଷା ଲାଗିରହିଥିବା ବେଳେ ରାସ୍ତାଘାଟ, ଡ୍ରେନ୍ରେ ବର୍ଷା ଜଳ ଭର୍ତ୍ତି ହୋଇଯାଇଥିଲା। ଡ୍ରେନ୍ଗୁଡିକରେ ଅଳିଆ ଭର୍ତ୍ତି...
ଋଷିମାଳ ମହା ବାରୁଣୀ ମହୋତ୍ସବ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ: ମହୋତ୍ସବ ପାଇଁ ଆଜି ପ୍ରସ୍ତୁତୀ ବୈଠକ
ଦାରିଙ୍ଗବାଡି,୧୪।୩ (ଅରୁଣ ସାହୁ): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ପଞ୍ଚାୟତ ତାମାଙ୍ଗି ଗ୍ରାମ ନିକଟରେ ରହିଥିବା ତୀର୍ଥ କ୍ଷେତ୍ର ଋଷିମାଳ ପର୍ବତରେ ଆସନ୍ତା ୨୬ରୁ ୨୯ ପର୍ଯ୍ୟନ୍ତ ମହା ବାରୁଣୀ ମହୋତ୍ସବ ଅନୁଷ୍ଠିତ ହେବ। ଏହାକୁ ସଫଳ କରିବା...
ପର୍ଯ୍ୟଟନସ୍ଥଳୀର ବିକାଶ ନେଇ ଏକଜୁଟ୍ ହେଲେ ପରିବେଶପ୍ରେମୀ, ପଲିଥିନ୍ ମୁକ୍ତ ପାଇଁ ନେଲେ ଶପଥ
ଦାରିଙ୍ଗବାଡ଼ି,୩ା୩(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିରେ ଶୀତର ମଜା ନେବା ଓ ଥଣ୍ଡା ଜଳବାୟୁକୁ ଉପଭୋଗ କରିବା ପାଇଁ ପର୍ଯ୍ୟଟକ ଆସିଥାନ୍ତି। ତେବେ ସାରା ବିଶ୍ୱରେ ଜଳବାୟୁର ପରିବର୍ତ୍ତନ ହୋଇଥିବା ବେଳେ ଏହାର ପ୍ରଭାବ...
ପୁଞ୍ଜି ନିବେଶକାରୀଙ୍କ ଜରିଆରେ ହେବ କନ୍ଧମାଳର ବିକାଶ
ଦାରିଙ୍ଗବାଡ଼ି,୨୭ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍ ପରିସରରେ ଗୁରୁବାର ପୂର୍ବାହ୍ନରେ ୨ ଦିନିଆ ପୁଞ୍ଜି ବିନିଯୋଗ କର୍ମଶାଳା ଶୁଭ ଉଦ୍ଘାଟନ ହୋଇଯାଇଛି। କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ଏମ୍ପି ସୁକାନ୍ତ...
ବର୍ଷେ ପୂରୁନି ବାରମ୍ବାର ଅଚଳ ହେଉଛି ଶିଶୁଙ୍କ ଟୟ ଟ୍ରେନ୍: ପର୍ଯ୍ୟଟକ ନିରାଶ
ଦାରିଙ୍ଗବାଡ଼ି,୨୧ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପର୍ଯ୍ୟଟନକ୍ଷେତ୍ର ବୁଲିବା ପାଇଁ ଏବେ ମଧ୍ୟ ଦୈନିକ ଶତାଧିକ ପର୍ଯ୍ୟଟକ ଆସୁଛନ୍ତି। ପର୍ଯ୍ୟଟନକ୍ଷେତ୍ର କଫି ବଗିଚା ସମେତ କିରିକୁଟି ଲଭର୍ସ ପଏଣ୍ଟ, ମିଡିୟୁବାନ୍ଦା, ପାଟାବାନ୍ଧା ଜଳପ୍ରପାତ ସମେତ ନେଚର ପାର୍କ, ହିଲଭିୟୁ ପାର୍କ,...
ଛାତ୍ରୀଛାତ୍ର ଶିଖିଲେ, ଦେଖିଲେ ଆଉ ବୁଝିଲେ: ଜଳବାୟୁ ପରିବର୍ତ୍ତନ, ଜଙ୍ଗଲ ଓ ପାଣିର ସୁରକ୍ଷା ନେଇ ସଚେତନ ହେଲେ
ଦାରିଙ୍ଗବାଡି, ୯ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବୁଡଗୁଡା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରୀଛାତ୍ର ମାନଙ୍କୁ ଜଳବାୟୁ ପରିବର୍ତ୍ତନ ଆଉ ଜଙ୍ଗଲ ଓ ପାଣିର ସୁରକ୍ଷା ନେଇ ସଚେତନ କରାଯାଉଛି। ଏଥିପାଇଁ ଛାତ୍ରୀଛାତ୍ର ମାନଙ୍କୁ ବିଦ୍ୟାଳୟ ପକ୍ଷରୁ...
ନୂଆବର୍ଷ ସରିବାକୁ ବସିଲାଣି, ହେଲେ ଦାରିଙ୍ଗବାଡ଼ିରେ କମୁନି ପର୍ଯ୍ୟଟକଙ୍କ ସଂଖ୍ୟା
ଦାରିଙ୍ଗବାଡ଼ି,୨୨ା୧(ଅରୁଣ ସାହୁ): ନୂଆବର୍ଷ ଏବେ ସରିବାକୁ ବସିଲାଣି କିନ୍ତୁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୀତର ମଜା ନେବା ପାଇଁ ଜିଲା ତଥା ଜିଲା ବାହାରୁ ଦୈନିକ ଶହଶହ ପର୍ଯ୍ୟଟକ ଦାରିଙ୍ଗବାଡ଼ିକୁ ବୁଲିବାକୁ ଆସିବା ସହ ବଣଭୋଜି କରି ମଜା...
Archives


