Tag Archives: daringibadi

ଋଷିମାଳ ମହା ବାରୁଣୀ ମହୋତ୍ସବ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ: ମହୋତ୍ସବ ପାଇଁ ଆଜି ପ୍ରସ୍ତୁତୀ ବୈଠକ

ଦାରିଙ୍ଗବାଡି,୧୪।୩ (ଅରୁଣ ସାହୁ): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ପଞ୍ଚାୟତ ତାମାଙ୍ଗି ଗ୍ରାମ ନିକଟରେ ରହିଥିବା ତୀର୍ଥ କ୍ଷେତ୍ର ଋଷିମାଳ ପର୍ବତରେ ଆସନ୍ତା ୨୬ରୁ ୨୯ ପର୍ଯ୍ୟନ୍ତ ମହା ବାରୁଣୀ ମହୋତ୍ସବ ଅନୁଷ୍ଠିତ ହେବ। ଏହାକୁ ସଫଳ କରିବା ପାଇଁ…

ପର୍ଯ୍ୟଟନସ୍ଥଳୀର ବିକାଶ ନେଇ ଏକଜୁଟ୍‌ ହେଲେ ପରିବେଶପ୍ରେମୀ, ପଲିଥିନ୍‌ ମୁକ୍ତ ପାଇଁ ନେଲେ ଶପଥ

ଦାରିଙ୍ଗବାଡ଼ି,୩ା୩(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିରେ ଶୀତର ମଜା ନେବା ଓ ଥଣ୍ଡା ଜଳବାୟୁକୁ ଉପଭୋଗ କରିବା ପାଇଁ ପର୍ଯ୍ୟଟକ ଆସିଥାନ୍ତି। ତେବେ ସାରା ବିଶ୍ୱରେ ଜଳବାୟୁର ପରିବର୍ତ୍ତନ ହୋଇଥିବା ବେଳେ ଏହାର ପ୍ରଭାବ ଦାରିଙ୍ଗବାଡ଼ିରେ…

ପୁଞ୍ଜି ନିବେଶକାରୀଙ୍କ ଜରିଆରେ ହେବ କନ୍ଧମାଳର ବିକାଶ

ଦାରିଙ୍ଗବାଡ଼ି,୨୭ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ ପରିସରରେ ଗୁରୁବାର ପୂର୍ବାହ୍ନରେ ୨ ଦିନିଆ ପୁଞ୍ଜି ବିନିଯୋଗ କର୍ମଶାଳା ଶୁଭ ଉଦ୍‌ଘାଟନ ହୋଇଯାଇଛି। କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର…

ବର୍ଷେ ପୂରୁନି ବାରମ୍ବାର ଅଚଳ ହେଉଛି ଶିଶୁଙ୍କ ଟୟ ଟ୍ରେନ୍‌: ପର୍ଯ୍ୟଟକ ନିରାଶ

ଦାରିଙ୍ଗବାଡ଼ି,୨୧ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପର୍ଯ୍ୟଟନକ୍ଷେତ୍ର ବୁଲିବା ପାଇଁ ଏବେ ମଧ୍ୟ ଦୈନିକ ଶତାଧିକ ପର୍ଯ୍ୟଟକ ଆସୁଛନ୍ତି। ପର୍ଯ୍ୟଟନକ୍ଷେତ୍ର କଫି ବଗିଚା ସମେତ କିରିକୁଟି ଲଭର୍ସ ପଏଣ୍ଟ, ମିଡିୟୁବାନ୍ଦା, ପାଟାବାନ୍ଧା ଜଳପ୍ରପାତ ସମେତ ନେଚର ପାର୍କ, ହିଲଭିୟୁ ପାର୍କ, ଡୁଲୁରୀ…

ଛାତ୍ରୀଛାତ୍ର ଶିଖିଲେ, ଦେଖିଲେ ଆଉ ବୁଝିଲେ: ଜଳବାୟୁ ପରିବର୍ତ୍ତନ, ଜଙ୍ଗଲ ଓ ପାଣିର ସୁରକ୍ଷା ନେଇ ସଚେତନ ହେଲେ

ଦାରିଙ୍ଗବାଡି, ୯ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବୁଡଗୁଡା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରୀଛାତ୍ର ମାନଙ୍କୁ ଜଳବାୟୁ ପରିବର୍ତ୍ତନ ଆଉ ଜଙ୍ଗଲ ଓ ପାଣିର ସୁରକ୍ଷା ନେଇ ସଚେତନ କରାଯାଉଛି। ଏଥିପାଇଁ ଛାତ୍ରୀଛାତ୍ର ମାନଙ୍କୁ ବିଦ୍ୟାଳୟ ପକ୍ଷରୁ ରବିବାର…

ନୂଆବର୍ଷ ସରିବାକୁ ବସିଲାଣି, ହେଲେ ଦାରିଙ୍ଗବାଡ଼ିରେ କମୁନି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୨୨ା୧(ଅରୁଣ ସାହୁ): ନୂଆବର୍ଷ ଏବେ ସରିବାକୁ ବସିଲାଣି କିନ୍ତୁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୀତର ମଜା ନେବା ପାଇଁ ଜିଲା ତଥା ଜିଲା ବାହାରୁ ଦୈନିକ ଶହଶହ ପର୍ଯ୍ୟଟକ ଦାରିଙ୍ଗବାଡ଼ିକୁ ବୁଲିବାକୁ ଆସିବା ସହ ବଣଭୋଜି କରି ମଜା ନେଉଛନ୍ତି।…

ଉଦଯାପିତ ହେଲା ୩ ଦିନିଆ ଶୀତ ମହୋତ୍ସବ: ମୁଖ୍ୟ ଆକର୍ଷଣ ମଣ୍ଟୁ ଛୁରିଆ,ପାରମ୍ପରିକ ଲୋକକଳା

ଦାରିଙ୍ଗବାଡି,୧୩।୧(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ଯେମିତି ବଢିବାରେ ଲାଗିଛି ସେମିତି ୩ ଦିନିଆ ଶୀତ ମହୋତ୍ସବର ମାହୋଲ ମଧ୍ୟ ସେଭଳି ରହିଛି। ଶନିବାର ଠାରୁ ଆରମ୍ଭ ହୋଇଥିବା ଶୀତ ମହୋତ୍ସବ ସୋମବାର ସଂନ୍ଧ୍ୟାରେ ଉଦଯାପିତ ହୋଇଯାଇଛି। ଏଥିରେ…

ପାଟ୍ଟାବନ୍ଧା ଜଳପ୍ରପାତରେ ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼, ଭୋଜିଭାତ କରି ଉଠାଉଛନ୍ତି ମଜା

ଦାରିଙ୍ଗବାଡ଼ି,୫ା୧(ଅରୁଣ ସାହୁ): ଯେତିକି ଶୀତ ବୃଦ୍ଧି ପାଉଛି, କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ପର୍ଯ୍ୟଟନକ୍ଷେତ୍ରଗୁଡିକୁ ସେତିକି ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ପର୍ଯ୍ୟଟନକ୍ଷେତ୍ର ମଧ୍ୟରେ ପାଟ୍ଟାବାନ୍ଧା ଜଳପ୍ରପାତ ଅନ୍ୟତମ। ଏହି ଜଳପ୍ରପାତ ଦୁର୍ଗମ ଘାଟି, ପାହାଡ଼ ମଧ୍ୟରେ ରହିଥିଲେ ସୁଦ୍ଧା…

ଓ୍ବାଚ୍‌ ଟାଓ୍ବାର ନିର୍ମାଣ ଅଧାପନ୍ତରିଆ: ପର୍ଯ୍ୟଟକ ନିରାଶ, ଅନୁଦାନ ପାଇଁ ଚିଠି

ଦାରିଙ୍ଗବାଡ଼ି,୫ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଏବେ ପର୍ଯ୍ୟଟକଙ୍କ ଆଗମନ ହେଉଥିବାବେଳେ ଡିସେମ୍ବର ୨୦ରୁ ଜାନୁଆରୀ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ପ୍ରତିବର୍ଷ ପର୍ଯ୍ୟଟକଙ୍କ ଭିଡ଼ ଅଧିକ ଦେଖିବାକୁ ମିଳିଥାଏ। ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ସ୍ଥାନୀୟ ଓ ଜିଲା ପ୍ରଶାସନ ପକ୍ଷରୁ…

ଅନ୍ଧାରରେ ବୁଲୁଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୨୫ା୧୧ (ଅରୁଣ ସାହୁ): ଦାରିଙ୍ଗବାଡ଼ି ପର୍ଯ୍ୟଟନ କ୍ଷେତ୍ର ଭାବେ ରାଜ୍ୟ ତଥା ରାଜ୍ୟ ବାହାରେ ବେଶ୍‌ ପରିଚିତ। ଏଠାରେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ଭାବେ ମିଡ଼ିୟୁବାନ୍ଦା ଜଳପ୍ରପାତ ସମେତ ଡୁଲୁରି ପାଇନବଣ, ୱାକିଙ୍ଗ ଟ୍ରେଲ, ଇନ୍ଦ୍ରଧନୁ ଜଳପ୍ରପାତ, ପାଙ୍ଗାଲି ଭିୟୁ ପଏଣ୍ଟ, ଶାନ୍ତି…

୩୫ ଲକ୍ଷ ଟଙ୍କା ବିନିମୟରେ ହେବ ସଂସ୍କୃତି ଭବନ

ଦାରିଙ୍ଗବାଡ଼ି,୩୦ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ପଞ୍ଚାୟତ ପରିସର ମଧ୍ୟରେ ବୁଧବାର ପାରମ୍ପରିକ ଲୋକକଳା ଦିତୀୟ ବର୍ଷ ମହୋତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ସଦସ୍ୟ ମହେଶ୍ୱର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ଅତିଥି…

ଦାରିଙ୍ଗବାଡ଼ିରେ ବଦଳିଲା ପାଗ: କୁହୁଡ଼ି ସାଙ୍ଗକୁ ଝିପିଝିପି ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡ଼ି,୨୭ା୧୦: ଶୀତ ଦିନ ଆସିଲେ ଦାରିଙ୍ଗବାଡ଼ିକୁ କେହିକେହି ଓଡ଼ିଶାର ଦାର୍ଜିଲିଂ କୁହନ୍ତି ତ ଆଉ କେହି କେହି ଓଡ଼ିଶାର କଶ୍ମୀର ବୋଲି କହିଥାନ୍ତି। ସତରେ ଦାରିଙ୍ଗବାଡ଼ିର ଜଳବାୟୁ ପ୍ରକୃତରେ ନିଆରା। ରାଜ୍ୟ କିମ୍ବା ପଡ଼ୋଶୀ ରାଜ୍ୟକୁ ବାତ୍ୟା, ପବନ ଆସିବା କ୍ଷଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?