ଅନ୍ଧାରରେ ପାଙ୍ଗାଲି ଗ୍ରାମବାସୀ, ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇ କହିଲେ… ଦାରିଙ୍ଗବାଡ଼ି,୩ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ଗତ ୪ ଦିନ ବିତିଲା ଏକ ଅନୁସୂଚିତ ଜନଜାତି ବସବାସ କରୁଥିବା ଦୁର୍ଗମ ଗ୍ରାମ ଅନ୍ଧାରରେ ରହିଛି ଏହାକୁ ନେଇ ଗାଁରେ ବସବାସ କରୁଥିବା ଜନଜାତି ଉପଭୋକ୍ତା ଶୁକ୍ରବାର ପୂର୍ବାହ୍ନରେ ବୈଠକ…