ବିଲ୍ ପେମେଣ୍ଟ ହୋଇପାରୁନଥିବାରୁ ପାଟିତୁଣ୍ଡ, ବ୍ଲକ୍ ଅଫିସ୍ରେ ଶାସକ-ବିରୋଧୀ ଗୋଷ୍ଠୀ ମୁହାଁମୁହିଁ ନୟାଗଡ଼,୨।୩(ଲୋକନାଥ ମିଶ୍ର): ଉନ୍ନତିମୂଳକ କାର୍ଯ୍ୟରେ ବିଲ୍ ପେମେଣ୍ଟ ହୋଇପାରୁନଥିବାରୁ ପାଟିତୁଣ୍ଡ । ଉନ୍ନତିମୂଳକ କାର୍ଯ୍ୟରେ ବିଲ୍ ପେମେଣ୍ଟ ହୋଇପାରୁନଥିବାରୁ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ବିଜେଡିର ଲୋକ ପ୍ରତିନିଧି ବିଡ଼ିଓଙ୍କଙ୍କ ସହ ଆଲୋଚନା କରୁଥିଲେ। ପରେ କଥା କଟାକଟି…