ଥାନାରେ ପଶିଲା ଭିଜିଲାନ୍ସ, ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ… କୋରାପୁଟ,୧୮ା୧୨(ଅମିତାଭ ବେହେରା): ଭିଜିଲାନ୍ସ ହାତରେ ଦଶମନ୍ତପୁର ଥାନାଧିକାରୀ କୌଣସି ମାମଲାରେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜୟପୁର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଗୁରୁବାର ଦଶମନ୍ତପୁର ଥାନା ଅଧିକାରୀ ସୁକମା ହାଁସଦା କୌଣସି ଏକ ମାମଲାର...