ଭାରତରେ ‘ଡାଟା ସେଣ୍ଟର’ ଆଣିବ ନିଯୁକ୍ତିର ସୁଅ: ଇଣ୍ଟରନେଟ୍ ଯୁଗ ପରି ଆସିବ ବିପ୍ଳବ ନୂଆଦିଲ୍ଲୀ,୪ା୨: ଭାରତରେ ନିଯୁକ୍ତିର ବନ୍ୟା ସୃଷ୍ଟି କରିବ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI)। ଆଗାମୀ ଦିନରେ ‘ଡାଟା ସେଣ୍ଟର’ଗୁଡ଼ିକ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ପୂର୍ବରୁ ଦେଶରେ ଇଣ୍ଟରନେଟ୍ ଆସିବା ସମୟରେ ହୋଇଥିବା ଚାକିରି ବିସ୍ଫୋରଣ ପରି ପୁଣି ଏକ ବଡ଼…