ଇରାନ-ଆମେରିକା ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା କେବେ ଏବଂ କେଉଁଠି ହେବ? ସାମ୍ନାକୁ ଆସିଲା ସ୍ଥାନ ସହ ତାରିଖ ତେହରାନ,୧୮।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, କୂଟନୈତିକ ପ୍ରୟାସ ତୀବ୍ର ହୋଇଛି। ଏହି ପରିପ୍ରେକ୍ଷୀରେ, ସୋମବାର (୨୦ ଏପ୍ରିଲ, ୨୦୨୬) ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଇରାନ ଏବଂ ଆମେରିକା ମଧ୍ୟରେ ଏକ ନୂତନ ପର୍ଯ୍ୟାୟ ଆଲୋଚନା ହେବାର ଆଶା କରାଯାଉଛି।…