ଦାଉଦ ଇବ୍ରାହିମଙ୍କ ମୃତ୍ୟୁକୁ ନେଇ ସତ କହିଲେ ଛୋଟା ଶକିଲ ଇସଲାମାବାଦ,୧୯।୧୨: ମୁମ୍ବାଇ ଆକ୍ରମଣର ମୁଖ୍ୟ ଅଭିଯୁକ୍ତ ତଥା ଅଣ୍ଡରୱାଲର୍ଡ ଡନ ଦାଉଦ ଇବ୍ରାହିମଙ୍କୁ ପାକିସ୍ତାନର କରାଚିସ୍ଥିତ ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କେହି କେହି ତାଙ୍କୁ ବିଷ ଦେଇ ହତ୍ୟା କରିବାକୁ ଚେଷ୍ଟା କରିଥିଲେ ବୋଲି ଶୁଣିବାକୁ ମିଳିଛି। ସୋମବାର ରାତିରୁ…