ସମ୍ପର୍କରେ କଳଙ୍କ; ବୋହୂଙ୍କୁ ଯୌନ ନିର୍ଯାତନା ଦେଉଥିଲେ ଶ୍ବଶୁର, ଲିଫ୍ଟରେ କରୁଥିଲେ… ବେଙ୍ଗାଲୁରୁ,୧୧ା୨: ଉତ୍ତର ବେଙ୍ଗାଲୁରୁରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ଘରୋଇ ସ୍କୁଲରେ ପ୍ରିନ୍ସିପାଲ୍ ଭାବରେ କାର୍ଯ୍ୟ କରୁଥିବା ଜଣେ ମହିଳା ତାଙ୍କ ଶ୍ୱଶୁରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି । ପୋଲିସ ଅଭିଯୋଗ ଅନୁଯାୟୀ, ମହିଳା ଜଣକ…