ଇନଷ୍ଟାଗ୍ରାମ୍ ପ୍ରେମିକଙ୍କ ସହ ବିବାହ କରିବାକୁ ରାଜି ହେଲେନି ମା’; ଏମିତି ହତ୍ୟା କଲେ ଝିଅ, ଶୁଣିଲେ ଥରିଉଠିବ ଛାତି
ନୂଆଦିଲ୍ଲୀ,୭ା୧୦: ହରିୟାଣାର ସୋନିପତରୁ ଆସିଛି ଛାତିଥରା ଘଟଣା।ଇନଷ୍ଟାଗ୍ରାମ୍ରେ ହୋଇଥିବା ପ୍ରେମ ଓ ବିବାହ କରିବାକୁ ନେଇ ମା’ ପ୍ରତିବନ୍ଧକ ସାଜିବାରୁ ନିଜ ପ୍ରେମିକ ସହ ମିଶି ମା’ଙ୍କୁ ହତ୍ୟା କଲେ ଝିଅ । ପ୍ରଥମେ ମହିଳାଙ୍କ ମୃତ୍ୟୁ କରେଣ୍ଟ ଲାଗିବାରୁ ହୋଇଥିବା…

