ଝିଅ ଡିଭର୍ସରେ ଖୁସିରେ ବିଭୋର ବାପା, ନାଚଗୀତରେ ଝୁମିଲେ ପୂରା ପରିବାର, ଭିଡିଓ ଦେଖିଲେ… ମିରଟ,୬ା୪: ଜଣେ ଝିଅ ତାଙ୍କ ସ୍ବାମୀଙ୍କୁ ଛାଡ଼ପତ୍ର ଦେଇ ବାପଘରକୁ ଫେରିଆସିଲେ ସାଧାରଣ ଭାବେ ଦୁଃଖଦ ପରିବେଶ ସୃଷ୍ଟି ହୋଇଥାଏ। ତେବେ ଉତ୍ତରପ୍ରଦେଶର ମିରଟରେ ଛାଡ଼ପତ୍ର ଦେଇ ଆସିଥିବା ଝିଅଙ୍କ ପାଇଁ ତାଙ୍କ ବାପା ଉତ୍ସବ ପାଳନ କରିଛନ୍ତି, ଯାହା ଅନ୍ଲାଇନରେ…