ଝିଅଙ୍କୁ ପଢ଼ାଖର୍ଚ୍ଚ ଦେବାକୁ ମା’ବାପା ଅନୁସାରେ ବାଧ୍ୟ: ସୁପ୍ରିମକୋର୍ଟ ନୂଆଦିଲ୍ଲୀ,୧୦।୧: ମାଆବାପାଙ୍କଠାରୁ ପାଠପଢ଼ା ଖର୍ଚ୍ଚ ପାଇବା ଝିଅଙ୍କର ଅପରିହାର୍ଯ୍ୟ ଏବଂ ବୈଧ ଅଧିକାର। ମା’ବାପା ଏଥିପାଇଁ ସେମାନଙ୍କ ଆର୍ଥିକ ସମ୍ବଳ ସୀମା ମଧ୍ୟରୁ ଜରୁରୀ ପାଣ୍ଠି ଯୋଗାଇଦେବାକୁ ବାଧ୍ୟ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଏକ ବୈବାହିକ ବିବାଦ ମାମଲାରେ ଅଲଗା...