୧୮ ବର୍ଷର IPL ଇତିହାସରେ ପ୍ରଥମଥର ଘଟିଲା ଏମିତି; ଇତିହାସ ରଚିଲେ ପ୍ୟାଟ୍ କମିନ୍ସ ନୂଆଦିଲ୍ଲୀ,୬।୫: ସନରାଇଜର୍ସ ହାଇଦ୍ରାବାଦର ଅଧିନାୟକ ପ୍ୟାଟ କମିନ୍ସ ଆଇପିଏଲ ଟୁର୍ନାମେଣ୍ଟରେ ଚମତ୍କାର ରେକର୍ଡ କରିଛନ୍ତି। ଏମିତି ରେକର୍ଡ ୧୮ ବର୍ଷ ମଧ୍ୟରେ କୌଣସି ଅଧିନାୟକ କରିପାରି ନାହାଁନ୍ତି। କମିନ୍ସଙ୍କ ଅଧିନାୟକତ୍ୱରେ, ସନରାଇଜର୍ସ ହାଇଦ୍ରାବାଦ ଦଳ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଦୃଢ଼...