ନୂଆଦିଲ୍ଲୀ,୬।୫: ସନରାଇଜର୍ସ ହାଇଦ୍ରାବାଦର ଅଧିନାୟକ ପ୍ୟାଟ କମିନ୍ସ ଆଇପିଏଲ ଟୁର୍ନାମେଣ୍ଟରେ ଚମତ୍କାର ରେକର୍ଡ କରିଛନ୍ତି। ଏମିତି ରେକର୍ଡ ୧୮ ବର୍ଷ ମଧ୍ୟରେ କୌଣସି ଅଧିନାୟକ କରିପାରି ନାହାଁନ୍ତି।…