ହତ୍ୟା କରି ଅଳିଆ ଗାଡ଼ିରେ ଫିଙ୍ଗିଦେଲେ ମୃତଦେହ, ଗନ୍ଧ ଆସିବା ପରେ..
ବେଙ୍ଗାଲୁରୁ,୩୦।୬: କର୍ନାଟକର ରାଜଧାନୀ ବେଙ୍ଗାଲୁରୁରୁ ଏକ ଲୋମ ଟାଙ୍କୁରା ଘଟଣା ସାମ୍ନାକୁ ଆସିଛି। ସହରର ଚିକପେଟ ନିକଟସ୍ଥ ସିକେ ଆଚୁକଟ୍ଟୁ ଅଞ୍ଚଳରେ ଏକ ଅଳିଆ ଗାଡ଼ିରେ ଜଣେ ମହିଳାଙ୍କ ମୃତଦେହ ମିଳିଛି। ମୃତଦେହକୁ ଏକ ବଡ଼ ବସ୍ତାରେ ଭର୍ତ୍ତି କରି...
ଲାଲ୍ ସୁଟ୍କେସ୍ରୁ ଆସୁଥିଲା ପ୍ରବଳ ଗନ୍ଧ, ପୋଲିସ ଏହାକୁ ଖୋଲି ଯାହା ଦେଖିଲା…
ହାଇଦ୍ରାବାଦ,୬ା୬: ତେଲେଙ୍ଗାନାର ରଙ୍ଗାରେଡ୍ଡି ଜିଲାର ବାଚୁପାଲିରେ ଏକ ଲାଲ୍ ସୁଟକେସ୍କୁ ନେଇ ହଇଚଇ ସୃଷ୍ଟି ହୋଇଛି। ଏହି ସୁଟ୍କେସ୍ରୁ ଦୁର୍ଗନ୍ଧ ଆସୁଥିବାରୁ ପୋଲିସକୁ ଖବର ଦେଇଥିଲେ ସ୍ଥାନୀୟ ଲୋକେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଏହାକୁ ଖୋଲିବା ପରେ ଯାହା ଦେଖିଲା...
କୀଟନାଶକ ପିଇ ତୋଟାରେ ଜୀବନ ହାରିଲେ ବ୍ୟକ୍ତି, ପାଖରୁ ପୋଲିସ ଜବତ କଲା…
ହିଞ୍ଜିଳିକାଟୁ,୧୫ା୨(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଖାଜିପଲ୍ଲୀ-ମୋହନାପଲ୍ଲୀ ମଧ୍ୟବର୍ତ୍ତୀ ଏକ ତୋଟାରେ ଶନିବାର ବ୍ୟକ୍ତି କୀଟନାଶକ ସେବନ କରି ଆତ୍ମହତ୍ୟା କରିଛନ୍ତି। ମୃତକ ଜଣଙ୍କ ହେଲେ ହିଞ୍ଜିଳିକାଟୁ ବ୍ଲକ ଦାରୁଭଦ୍ରା ପଞ୍ଚାୟତ ସାପୁଆପଲ୍ଲୀ ଗ୍ରାମର ଗୋବିନ୍ଦ ସେଠୀ (୪୦)।...
ଅଟୋ ଚାଳକଙ୍କୁ ଗଳାକାଟି ହତ୍ୟା
ରାୟଗଡ଼ା/ଟିକିରି,୧୫।୧୨(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା): ରାୟଗଡା ଜିଲା କାଶୀପୁର ବ୍ଲକ ଟିକିରି ଥାନା ଅନ୍ତର୍ଗତ କଂସାରିଗୁଡା ଛକ ନିକଟରେ ଅଟୋ ଚାଳକଙ୍କୁ ଧାରୁଆ ଅସ୍ତ୍ର ସାହାଯ୍ୟରେ ଗଳାକାଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ ଘଟଣାସ୍ଥଳରେ ରାୟଗଡା...
କେନାଲରେ ଭାସି ଯାଉଥିଲା ଅଜଣା ଯୁବକଙ୍କ ମୃତଦେହ, ମୁହଁରେ ରହିଛି…
ନିଶ୍ଚିନ୍ତକୋଇଲି,୧୨ା୯(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧିନସ୍ଥ ୮ନମ୍ବର କେନାଲରେ ଅଜଣା ଯୁବକଙ୍କ ମୃତଦେହ ଭାସି ଯାଉଥିବାର ସ୍ଥାନୀୟ ଲୋକେ ଦେଖି ପୋଲିସ ଓ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବିଭାଗର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି...
Archives


