ବାଘଛୁଆର ମୃତଦେହ ବ୍ୟବଚ୍ଛେଦ କଲେ ୪ଜଣିଆ ଟିମ୍ ଭଞ୍ଜନଗର,୨୦ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରୁ ବୁଧବାର ବନ ବିଭାଗ ଜବତ କରିଥିବା କଲରାପତରିଆ ବାଘ ଶାବକର ମୃତଦେହ ଗୁରୁବାର ବ୍ୟବଚ୍ଛେଦ ହୋଇଛି। ୪ ଜଣ ପ୍ରାଣୀ ବିଶେଷଜ୍ଞ ସମ୍ପୃକ୍ତ…