କେନାଲ ଆଡ଼ିରେ ପଡ଼ିଛି ଅଜଣା ମହିଳାଙ୍କ ମୃତଦେହ ମୋରଡ଼ା,୧୭ା୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଧୀନ ହଳଦୀପାଳ ପଞ୍ଚାୟତର ଚିତ୍ରଡ଼ା ଫାଣ୍ଡି ପଛ ପଟ ଜଙ୍ଗଲ ନିକଟ ଦେଇ ଯାଇଥିବା ସୁବର୍ଣ୍ଣରେଖା କେନାଲ ଆଡ଼ିରେ ଜଣେ ଅଜଣା ମହିଳାଙ୍କ ଗଳିତ ମୃତଦେହ ପଡ଼ି ରହିଥିବାର ଦେଖିବାକୁ ମିଳିଛ। ସୂଚନା…