କେନାଲରୁ ମିଳିଲା ଶିଶୁପୁତ୍ରର ମୃତଦେହ, ଭାସିଯାଇ… ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସଦର ଥାନା ଅନ୍ତର୍ଗତ ସୟାଁ ପଡିଆ ପାଖ ଦେଇ ଯାଇଥିବା କେନାଲରୁ ରବିବାର ଜଣେ ଶିଶୁପୁତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଶିଶୁ ଜଣକ ହେଲେ, ସୟାଁ କେନାଲ ପଡାର ଡାକ୍ତର ବରିହାଙ୍କ ପୁଅ...