Tag Archives: dead body

ମାମୁଘରକୁ ବୁଲିବା ପାଇଁ ଆସିଥିଲେ ଭାଣିଜୀ, ସକାଳୁ ମିଳିଲା ଝୁଲନ୍ତା ମୃତଦେହ

ମହାକାଳପଡ଼ା,୩୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ତନ୍ତିଆପାଳ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ କେବି ଦାଣ୍ଡୁଆ ପଞ୍ଚାୟତ ବଡ଼ପାଳ ସିନ୍ଦୂଆ ପାରି ମାମୁଘର ଗାଁରେ ଏକ ଯୁବତୀ ଫାଶୀ ଲଗାଇଥିବା ଦେଖିବାକୁ ମିଳୁଛି। ଖବର ପାଇ…

ଜମିରେ ପଡ଼ିଛି ମୃତଦେହ, ଉପରେ ପଡ଼ିଛି ସାଇକେଲ, ହତ୍ୟା ଅଭିଯୋଗ ଆଣି…

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର ): ଦେବଗଡ଼ ଜିଲା ବାରକୋଟ ଥାନା ଦଣ୍ଡାସିଂହା ଗ୍ରାମ ନିକଟ ରାସ୍ତାକଡ଼ରୁ ଏକ ମୃତଦେହ ଜବତ ହୋଇଛି। ମୃତକ ଦଣ୍ଡାସିଂହା ଗ୍ରାମର ଶଙ୍କର ଦେହୁରୀ ବୋଲି ଜଣାପଡ଼ିଛି। ରାସ୍ତାକଡ଼ ଚାଷଜମି ଭିତରେ ଶଙ୍କରଙ୍କ ମୃତଦେହ ପଡ଼ିଥିବାବେଳେ ଉପରେ…

ଟ୍ରାକ୍‌ରୁ ମୃତଦେହ ମିଳିବା ଘଟଣା: ୫ ଦିନ ହେଲା ରେଳବାଇ ପୋଲିସ ପାଉନାହିଁ ମୁଣ୍ଡ, ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

ବଲାଙ୍ଗୀର,୯ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲଓ୍ବେ ଷ୍ଟେଶନରୁ ମାତ୍ର ୧ କିଲୋମିଟର ଦୂର ଖୁଜେନପାଲି ନିକଟସ୍ଥ ବଲାଙ୍ଗୀର ଦେଓଗାଁ ରେଲଓ୍ବେ ଟ୍ରାକ୍‌ ଉପରେ ଜଣେ ଅଜଣା ବ୍ୟକ୍ତିଙ୍କ ମୁଣ୍ଡବିହୀନ ମୃତଦେହ ବୁଧବାର ବଲାଙ୍ଗୀର ରେଳବାଇ ପୋଲିସ ଉଦ୍ଧାର କରିଥିଲା। ଅଜଣା ବ୍ୟକ୍ତିଙ୍କ…

ପୋଖରୀ ହୁଡ଼ାରେ ପ୍ୟାଣ୍ଟ ଶର୍ଟ, ପାଣି ଭିତରେ ମୃତଦେହ

ବଲାଙ୍ଗୀର,୪ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍ବବୃହତ ମହାରାଣୀ ପୋଖରୀ ପାଣିରେ ଭାସୁଥିବା ଏକ ମୃତଦେହକୁ ଜବତ କରିଛି ଅଗ୍ନିଶମ ବିଭାଗ। ସୂଚନାନୁଯାୟୀ, ଆଜି ଦିନ ବେଳେ ମହାରାଣୀ ସାଗର ଜଳାଶୟ କେହି ଜଣେ ଭାସୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ।…

ହତ୍ୟା କରି ଅଳିଆ ଗାଡ଼ିରେ ଫିଙ୍ଗିଦେଲେ ମୃତଦେହ, ଗନ୍ଧ ଆସିବା ପରେ..

ବେଙ୍ଗାଲୁରୁ,୩୦।୬: କର୍ନାଟକର ରାଜଧାନୀ ବେଙ୍ଗାଲୁରୁରୁ ଏକ ଲୋମ ଟାଙ୍କୁରା ଘଟଣା ସାମ୍ନାକୁ ଆସିଛି। ସହରର ଚିକପେଟ ନିକଟସ୍ଥ ସିକେ ଆଚୁକଟ୍ଟୁ ଅଞ୍ଚଳରେ ଏକ ଅଳିଆ ଗାଡ଼ିରେ ଜଣେ ମହିଳାଙ୍କ ମୃତଦେହ ମିଳିଛି। ମୃତଦେହକୁ ଏକ ବଡ଼ ବସ୍ତାରେ ଭର୍ତ୍ତି କରି ଫିଙ୍ଗି…

ଲାଲ୍‌ ସୁଟ୍‌କେସ୍‌ରୁ ଆସୁଥିଲା ପ୍ରବଳ ଗନ୍ଧ, ପୋଲିସ ଏହାକୁ ଖୋଲି ଯାହା ଦେଖିଲା…

ହାଇଦ୍ରାବାଦ,୬ା୬: ତେଲେଙ୍ଗାନାର ରଙ୍ଗାରେଡ୍ଡି ଜିଲାର ବାଚୁପାଲିରେ ଏକ ଲାଲ୍‌ ସୁଟକେସ୍‌କୁ ନେଇ ହଇଚଇ ସୃଷ୍ଟି ହୋଇଛି। ଏହି ସୁଟ୍‌କେସ୍‌ରୁ ଦୁର୍ଗନ୍ଧ ଆସୁଥିବାରୁ ପୋଲିସକୁ ଖବର ଦେଇଥିଲେ ସ୍ଥାନୀୟ ଲୋକେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଏହାକୁ ଖୋଲିବା ପରେ ଯାହା ଦେଖିଲା ଆଶ୍ଚର୍ଯ୍ୟ…

କୀଟନାଶକ ପିଇ ତୋଟାରେ ଜୀବନ ହାରିଲେ ବ୍ୟକ୍ତି, ପାଖରୁ ପୋଲିସ ଜବତ କଲା…

ହିଞ୍ଜିଳିକାଟୁ,୧୫ା୨(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଖାଜିପଲ୍ଲୀ-ମୋହନାପଲ୍ଲୀ ମଧ୍ୟବର୍ତ୍ତୀ ଏକ ତୋଟାରେ ଶନିବାର ବ୍ୟକ୍ତି କୀଟନାଶକ ସେବନ କରି ଆତ୍ମହତ୍ୟା କରିଛନ୍ତି। ମୃତକ ଜଣଙ୍କ ହେଲେ ହିଞ୍ଜିଳିକାଟୁ ବ୍ଲକ ଦାରୁଭଦ୍ରା ପଞ୍ଚାୟତ ସାପୁଆପଲ୍ଲୀ ଗ୍ରାମର ଗୋବିନ୍ଦ ସେଠୀ (୪୦)। ଖବର…

ଅଟୋ ଚାଳକଙ୍କୁ ଗଳାକାଟି ହତ୍ୟା

ରାୟଗଡ଼ା/ଟିକିରି,୧୫।୧୨(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା): ରାୟଗଡା ଜିଲା କାଶୀପୁର ବ୍ଲକ ଟିକିରି ଥାନା ଅନ୍ତର୍ଗତ କଂସାରିଗୁଡା ଛକ ନିକଟରେ ଅଟୋ ଚାଳକଙ୍କୁ ଧାରୁଆ ଅସ୍ତ୍ର ସାହାଯ୍ୟରେ ଗଳାକାଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ ଘଟଣାସ୍ଥଳରେ ରାୟଗଡା ଏସଡିପିଓ…

କେନାଲରେ ଭାସି ଯାଉଥିଲା ଅଜଣା ଯୁବକଙ୍କ ମୃତଦେହ, ମୁହଁରେ ରହିଛି…

ନିଶ୍ଚିନ୍ତକୋଇଲି,୧୨ା୯(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧିନସ୍ଥ ୮ନମ୍ବର କେନାଲରେ ଅଜଣା ଯୁବକଙ୍କ ମୃତଦେହ ଭାସି ଯାଉଥିବାର ସ୍ଥାନୀୟ ଲୋକେ ଦେଖି ପୋଲିସ ଓ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବିଭାଗର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ବିଦ୍ୟୁତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?