ଟ୍ରେନ୍ରେ କଟି ଚାଲିଗଲା ହାତୀଛୁଆର ଜୀବନ, ଜଗି ବସିଛି ମା’ ଟେନ୍ସା,୧୮ା୮(ସମୀର କୁମାର ପାଢ଼ୀ): ଟ୍ରେନ୍ରେ କଟି ଏକ ହାତୀଛୁଆର ଜୀବନ ଚାଲିଯାଇଛି। ମାଆ ସାମ୍ନାରେ ଛଟପଟ ହୋଇ ବିଚରା ଛୁଆହାତୀଟି ମରିଯିବାରୁ ମା’ର ମନ ବୁଝୁନାହିଁ। ସେ ତା’ ଛୁଆର ପାଖ ଛାଡ଼ି ଯାଉନାହିଁ। ଖାଲି ଏତିକି ନୁହେଁ ପାଟି...