ଦୁଇ ବାଇକ୍ ମୁହାଁମୁହିଁ: ଜଣେ ମୃତ, ୩ ଆହତ
ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଛି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଧୋଡ୍ରା ମୁଖ୍ୟ ସଡ଼କରେ। ମୃତ ଯୁବକ ଜଣକ ହେଲେ...
ଚାପିଦେଲା ଟ୍ରକ୍, ଚାଲିଗଲା ବାପା-ପୁଅଙ୍କ ସହ ୩ ଜୀବନ
କେନ୍ଦୁଝର,୫ା୮: କେନ୍ଦୁଝର ଜିଲାର ଯୋଡ଼ା ଥାନା ଅନ୍ତର୍ଗତ ଡିଏଭି ସ୍କୁଲ ନିକଟରେ ସୋମବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବାପା-ପୁଅଙ୍କ ସହିତ ପଡ଼ୋଶୀ ଘରର ପିଲା ଏକ ବାଇକ୍ରେ ସ୍କୁଲ ଯାଉଥିବା ସମୟରେ ଟ୍ରକ୍ ଚାପି ଦେଇଥିଲା। ଫଳରେ...
ସାଙ୍ଗମାନଙ୍କ ସହ ପାହାଡ଼ ଉପରକୁ ବୁଲିବା ପାଇଁ ଯାଇଥିଲେ ଯୁବକ, ଖସିପଡ଼ି ଚାଲିଗଲା ଜୀବନ
ରାଇକିଆ,୨୧ା୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନା ମଣ୍ଡାସରଠାରୁ ୫ କିମି ଦୂର ମଣ୍ଡକୁଟି ପାହାଡ଼ ଉପରୁ ଖସିପଡ଼ି ଯୁବକଙ୍କ ଜୀବନ ଯାଇଛି। ମୃତ ଯୁବକ ଜଣକ ହେଲେ ରାଇକିଆ ବଡ଼ାପଟା ସାହିର ବନ୍ଦନ ପ୍ରଧାନ। ସାଙ୍ଗମାନଙ୍କ ସହ ବୁଲିବା...
ଝାଡ଼ାବାନ୍ତିରେ ଚାଲିଗଲା ଜଣଙ୍କର ଜୀବନ
ମାଥିଲି,୧୩ା୭(ସୁବାସ ଚନ୍ଦ୍ର ଖୁଡୁପିଆ): ମାଲକାନଗିରି ଜିଲା ମାଥିଲି ବ୍ଲକ କର୍ତ୍ତନପାଲି ପଞ୍ଚାୟତ କୋପ୍ରା ଗାଁ ମାଡିସାହିରେ ୧୭ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୮ ଜଣଙ୍କୁ ମାଥିଲି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେଥିରୁ ଗୁରୁତର ୪ଜଣଙ୍କୁ...
ମୁକୁଳା ଡ୍ରେନ୍ରେ ପଡ଼ି ଚାଲିଗଲା ଶ୍ରମିକଙ୍କ ଜୀବନ, ତାତିଲେ ଲୋକେ
ପୁରୁଷୋତ୍ତମପୁର,୧୨ା୭(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀଛକଠାରେ ଡ୍ରେନ୍ରେ ପଡ଼ି ଗୁରୁବାର ରାତିରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ଜଣକ ପିଛୁଲି ଗ୍ରାମର କୁନା ବେହେରା (୫୫) ବୋଲି ଜଣାପଡ଼ିଛି। ଶୁକ୍ରବାର ସକାଳୁ ଲୋକେ...
ନଦୀରୁ ଅଜଣା ମହିଳାଙ୍କ ମୃତଦେହ ଜବତ, ହାତରେ ରହିଛି ଗୀତା ନାମରେ ଟାଟୁ
କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ଟଣ ପଞ୍ଚାୟତ ଗୋବିନ୍ଦପୁର ଗ୍ରାମର ମାଙ୍କଡା ନଦୀରୁ ଆଜି ଜଣେ ଅଜଣା ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ମିଳିପାରିନାହିଁ। ଶନିବାର ସ୍ଥାନୀୟ ଲୋକେ ନଦୀରେ...
ନଦୀରେ ସଫା କରୁଥିବା ବେଳେ ମାରିଲା ବାତ, ଚାଲିଗଲା ସୁନା ବ୍ୟବସାୟୀଙ୍କ ଜୀବନ
ପଟ୍ଟାଙ୍ଗି,୨ା୬(ଶରତ ଧଳ): ମୃତ୍ୟୁ କାହାକୁ କେତେବେଳେ କେଉଁ ମୁହୂର୍ତ୍ତରେ ଆସିବ କେହି କହିପାରିବେ ନାହିଁ। ଠିକ୍ ସେମିତି ଜଣେ ବ୍ୟକ୍ତି ଲୁଗାପଟା ସଫା କରୁଥିବା ବେଳେ ତାଙ୍କ ଜୀବନ ଚାଲିଯାଇଛି। ଏହିପରି ଏକ ଦୁଃଖଦ ଘଟଣା ଘଟିଛି କୋରାପୁଟ ଜିଲା...
ଗ୍ୟାସ୍ ଚୁଲାରୁ ନିଆଁ ଲାଗି ମହିଳାଙ୍କ ଜୀବନ ଗଲା, ବଞ୍ଚାଇବାକୁ ଯାଇ ସ୍ବାମୀ-ପୁଅ ଆହତ
ଖଲ୍ଲିକୋଟ,୨୯ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ସିକୁଳା ଗ୍ରାମର ଜଣେ ମହିଳା ଗ୍ୟାସ୍ଚୁଲାରୁ ନିଆଁ ଲାଗି ଗୁରୁତର ଅବସ୍ଥାରେ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ଆସିଥିବା ବେଳେ ଏଠାରେ ତାଙ୍କର ବୁଧବାର ମୃତ୍ୟୁ ହୋଇଛି। ମିଳିଥିବା...
ଗଛତଳେ ଆଶ୍ରୟ ନେଇଥିବା ବେଳେ ହେଲା ବଜ୍ରପାତ, ଚାଲିଗଲା ଦୁଇ ଯୁବକଙ୍କ ଜୀବନ
କୋକସରା,୨୯ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଧଅଁରପୁର ପଞ୍ଚାୟତ ତେନ୍ତୁଳିପଡ଼ାରେ ବଜ୍ରପାତ ଘଟି ଦୁଇ ଯୁବକଙ୍କ ଜୀବନ ଯାଇଛି। ଧଅଁରପୁର ଗ୍ରାମକୁ ମିସ୍ତ୍ରୀ କାର୍ଯ୍ୟ କରି ବୁଧବାର ସନ୍ଧ୍ୟାରେ ଫେରୁଥିବା ସମୟରେ ଝଡ଼ ତୋଫାନ, ଘଡ଼ଘଡ଼ି, ବିଜୁଳି...
ମହିଳା ପୋଲିଂ ଅଫିସରଙ୍କ ମୃତ୍ୟୁ, ୧୫ ଲକ୍ଷ ଟଙ୍କା ଅତିରିକ୍ତ ସହାୟତା ଘୋଷଣା
କଟକ,୨୫ା୫(କାର୍ତ୍ତିକ ସାହୁ): କଟକ ଜିଲା ବାରବାଟୀ-କଟକ ବିଧାନସଭା ନିର୍ବାଚନମଣ୍ଡଳୀରେ କାର୍ଯ୍ୟରତ ପୋଲିଂ ଅଫିସର ସୁଜାତା ମିତ୍ରଙ୍କର ଶନିବାର ମୃତ୍ୟୁ ଘଟିଛି। ସେ ହାଡ଼ିବନ୍ଧୁ ନୋଡାଲ ହାଇସ୍କୁଲର ୧୧୪ ନମ୍ବର ବୁଥ୍ରେ ପୋଲିଂ ଅଫିସର ଭାବେ କାର୍ଯ୍ୟରତ ଥିବାବେଳେ ସନ୍ଧ୍ୟାରେ ହଠାତ୍...
ଡଙ୍ଗା ତିଆରି କରୁଥିବା ସମୟରେ ଲାଗିଲା କରେଣ୍ଟ, ମତ୍ସ୍ୟଜୀବୀଙ୍କ ଜୀବନ ଗଲା
ଖଲ୍ଲିକୋଟ,୧୮ା୫(ପ୍ରଶାନ୍ତ କୁମାର ମିଶ୍ର): ଚିଲିକା କୂଳରେ ଡଙ୍ଗା ତିଆରି କରୁଥିବା ସମୟରେ ବିଦ୍ୟୁତ୍ ଆଘାତ ଲାଗି ଜଣେ ମତ୍ସ୍ୟଜୀବୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମିଳିଥିବା ସୂଚନାନୁଯାୟୀ, ଖଲ୍ଲିକୋଟ ଥାନା ଅନ୍ତର୍ଗତ ପଥରା କଣ୍ଡରାପଡ଼ା ଗ୍ରାମର ଧ୍ରୁବ ଟହଲ(୩୫) ଶୁକ୍ରବାର ସନ୍ଧ୍ୟାରେ...
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ମା’-ପୁଅଙ୍କ ଜୀବନ
ଛତ୍ରପୁର,୧୧ା୫(ଦିଲ୍ଲୀପ ସାମଲ): ଚମାଖଣ୍ଡି ଥାନା ଅନ୍ତର୍ଗତ ରଘୁନାଥପୁର ଛକ ନିକଟ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥରେ ଶନିବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ବୟ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ ମାଟିଖାଲ ଗ୍ରାମର...
Archives


