ମହିଳା ପୋଲିଂ ଅଫିସରଙ୍କ ମୃତ୍ୟୁ, ୧୫ ଲକ୍ଷ ଟଙ୍କା ଅତିରିକ୍ତ ସହାୟତା ଘୋଷଣା
କଟକ,୨୫ା୫(କାର୍ତ୍ତିକ ସାହୁ): କଟକ ଜିଲା ବାରବାଟୀ-କଟକ ବିଧାନସଭା ନିର୍ବାଚନମଣ୍ଡଳୀରେ କାର୍ଯ୍ୟରତ ପୋଲିଂ ଅଫିସର ସୁଜାତା ମିତ୍ରଙ୍କର ଶନିବାର ମୃତ୍ୟୁ ଘଟିଛି। ସେ ହାଡ଼ିବନ୍ଧୁ ନୋଡାଲ ହାଇସ୍କୁଲର ୧୧୪ ନମ୍ବର ବୁଥ୍ରେ ପୋଲିଂ ଅଫିସର ଭାବେ କାର୍ଯ୍ୟରତ ଥିବାବେଳେ ସନ୍ଧ୍ୟାରେ ହଠାତ୍ ଅସୁସ୍ଥ…
ଡଙ୍ଗା ତିଆରି କରୁଥିବା ସମୟରେ ଲାଗିଲା କରେଣ୍ଟ, ମତ୍ସ୍ୟଜୀବୀଙ୍କ ଜୀବନ ଗଲା
ଖଲ୍ଲିକୋଟ,୧୮ା୫(ପ୍ରଶାନ୍ତ କୁମାର ମିଶ୍ର): ଚିଲିକା କୂଳରେ ଡଙ୍ଗା ତିଆରି କରୁଥିବା ସମୟରେ ବିଦ୍ୟୁତ୍ ଆଘାତ ଲାଗି ଜଣେ ମତ୍ସ୍ୟଜୀବୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମିଳିଥିବା ସୂଚନାନୁଯାୟୀ, ଖଲ୍ଲିକୋଟ ଥାନା ଅନ୍ତର୍ଗତ ପଥରା କଣ୍ଡରାପଡ଼ା ଗ୍ରାମର ଧ୍ରୁବ ଟହଲ(୩୫) ଶୁକ୍ରବାର ସନ୍ଧ୍ୟାରେ ପଥରା…
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ମା’-ପୁଅଙ୍କ ଜୀବନ
ଛତ୍ରପୁର,୧୧ା୫(ଦିଲ୍ଲୀପ ସାମଲ): ଚମାଖଣ୍ଡି ଥାନା ଅନ୍ତର୍ଗତ ରଘୁନାଥପୁର ଛକ ନିକଟ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥରେ ଶନିବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ବୟ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ ମାଟିଖାଲ ଗ୍ରାମର ଖଗେଶ୍ୱର…
ବାଇକ୍ ସହ ପିଟିହେଲା ବାଇକ୍: ୨ ଜଣଙ୍କ ଜୀବନ ଗଲା, ୨ ଆହତ
ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍ ସହ ବାଇକ ଧକ୍କାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ କଣମଣା ଗ୍ରାମର ଏସ୍. କ୍ରିଷ୍ଣା…
ଗାଡ଼ି ଚଳାଉଥିବା ବେଳେ ରାସ୍ତାରେ ହେଲା ହାର୍ଟ ଆଟାକ୍, ଚାଲିଗଲା ଜୀବନ
ବୁଗୁଡ଼ା,୧ା୫(କାଳିଚରଣ ଦାଶ): ଗାଡ଼ି ଚଳାଇ ଆସୁଥିବା ବେଳେ ଅଧା ରାସ୍ତାରେ ହୋଇଗଲା ହାର୍ଟ ଆଟାକ୍। ଆଉ ଗାଡ଼ି ଭିତରେ ହିଁ ଚାଲିଗଲା ଜୀବନ ଏମିତି ଏକ ଦୁଖଃଦ ଘଟଣା ଘଟିଛି ସଂକୁରୁ-ବୁଗୁଡ଼ା ରାସ୍ତାର ବେତାରସିଂ ଗ୍ରାମ ନିକଟରେ। ମୃତକ ହେଲେ ସଂକୁରୁ…
ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ
ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ ଘଟିଛି ଏପରି ଅଭାବନୀୟ ଘଟଣା। ଶରତ ବରାଳଙ୍କ ଝିଅ ସ୍ମୃତି ରେଖା (୧୨) ଏବଂ…
Archives


