ଯୋବ୍ରା ଆନିକଟ ବ୍ରିଜ୍ରେ ଭାସୁଛି ମହିଳାଙ୍କ ମୃତଦେହ, ପୋଲିସ…
କଟକ,୧୮।୮(ପ୍ରଭୁକଲ୍ୟାଣ ପାଲ): କଟକ ଯୋବ୍ରା ଆନିକଟ ବ୍ୟାରେଜରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମଙ୍ଗଳବାର ସକାଳୁ ଗେଟ ନମ୍ବର ୪୧/୪୨ ରେ ଅଜଣା ମହିଳାଙ୍କ ମୃତଦେହ ଭାସୁଥିବାର ଦେଖିବାକୁ ପାଇଥିଲେ ସ୍ଥାନୀୟ ଲୋକେ । ଏହାପରେ ସଙ୍ଗେସଙ୍ଗେ ଅଗ୍ନିଶମ ଟିମ…
ଧୂଷୁରୀ ଅଞ୍ଚଳରେ ରହସ୍ୟମୟ ମୃତ୍ୟୁ: ନାଳରେ ଭାସୁଛି ଅଜଣା ମୃତଦେହ
ଧାମନଗର,୨୦ା୭(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ଧୁଷୁରୀ ଥାନା ଅଧୀନ ବୟାଙ୍ଗଡିହି ପଞ୍ଚାୟତର ନୂଆଗାଁ ବଜାର ନିକଟସ୍ଥ ଏକ ନାଳରୁ ସୋମବାର ସକାଳେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ଏହି ଘଟଣା ଜଣାପଡ଼ିବା ପରେ…
ଦାଦନ ଖଟିବାକୁ ଯାଇ ଶବ ହୋଇ ଫେରୁଛନ୍ତି ଫିଲିପ୍, ବାପାଙ୍କୁ ଆସିଲା ଏମିତି କଲ୍…
ଗୁଡ଼ାରି,୧୫ା୭(ପ୍ରମୋଦ ପତି): ଦାଦନ ଖଟିବାକୁ କେରଳ ରାଜ୍ୟକୁ ଯାଇ ସେଠାରେ ମୃତ୍ୟୁ ବରଣ କରିଛନ୍ତି ଗୁଡ଼ାରି ବ୍ଲକର ଏମ୍କେ ରାଇ ପଞ୍ଚାୟତ ଅନ୍ତର୍ଗତ ମକାଗୁଡ଼ା ଗ୍ରାମର ଅବିବାହିତ ଫିଲିପ କିମାକା (୨୫)। ସୂଚନା ମୁତାବକ ସ୍ବର୍ଗତ ଫିଲିପ୍ କେରଳ ରାଜ୍ୟର କାନୁର…
ଶୋଇଥିବାବେଳେ ହତ୍ୟା: ବ୍ୟବଚ୍ଛେଦ ପାଇଁ ଖଟିଆରେ ବୁହା ହୋଇ ଆସିଲା ମୃତଦେହ
ହାଟଡିହୀ/ଆନନ୍ଦପୁର/ଛେନାପଦୀ,୫ା୭(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ନିରାକାର ପରିଡ଼ାଭ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କଣ୍ଟିପାଳ ପଞ୍ଚାୟତ ପଇତାପାଣି ଗ୍ରାମରେ ଗତ ଜୁଲାଇ ୩ ତାରିଖ ରାତିରେ ଶୋଇଥିବାବେଳେ ଏକ ହତ୍ୟାକାଣ୍ଡ ଘଟିଛି। ଜୁଲାଇ ୪ ଶନିବାର ଆନନ୍ଦପୁର ଥାନାରେ ଲିଖିତ ଅଭିଯୋଗ ହେବା…
ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ
ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ ପାଇଛି। ମୁଚବାହାଲ ମେଡିକାଲ ସମ୍ମୁଖ ରାସ୍ତାରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି।…
ରାସ୍ତାକଡ଼ରେ ପଡ଼ିଛି ମୁଣ୍ଡ ନ ଥିବା ମୃତଦେହ, ପାଖରେ ପଡ଼ିଛି ଚପଲ
ରାଜନଗର,୧୭ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ପଟ୍ଟାମୁଣ୍ଡାଇ ମୁଖ୍ୟ ତଳ ରାସ୍ତାର ମଦଭାଟିଠାରୁ କିଛି ଦୂରରେ ରାସ୍ତା ତଳକୁ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଛି। ଯୁବକଙ୍କ ବୟସ ୨୫ରୁ ୩୦ ବର୍ଷ ଭିତରେ ହେବ। ସଂସାରଫଳ ଗ୍ରାମାଞ୍ଚଳ ଅଧିକାରୀ…
ଟ୍ରେନ୍ ଟ୍ରାକ୍ରେ ପଡ଼ିଛି ରୋଷେୟାଙ୍କ ମୃତଦେହ, ହାତରେ ରହିଛି…
ବଲାଙ୍ଗୀର,୧୯ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ମୁନସିନଗର ନିକଟରେ ରବିବାର ଜଣେ ବ୍ୟକ୍ତିଙ୍କ କ୍ଷତାକ୍ତ ମୃତଦେହ ପଡ଼ିଥିବା ଦେଖାଯାଇଛି। ମୃତକ ଜଣକ ହେଲେ ଜନାର୍ଦ୍ଦନ ଦେବତା(୫୪)। ସେ ଖୁଜେନପାଲି ମୁନସିନଗରର ବୋଲି ଜଣାପଡ଼ିଛି। ସେ ରୋଷେୟା କାମ କରନ୍ତି। ଜନାର୍ଦ୍ଦନ…
ମହେନ୍ଦ୍ରଗିରିରେ ନିଖୋଜ ପର୍ଯ୍ୟଟକଙ୍କ ମୃତଦେହ ମିଳିଲା, ୩ ସାଙ୍ଗଙ୍କ ସହ ବୁଲିବାକୁ ଯାଇ…
ପାରଳାଖେମୁଣ୍ଡି,୬ା୪(ଗିରିଧାରୀ ପରିଚ୍ଛା): ମହେନ୍ଦ୍ରଗିରିରେ ନିଖୋଜ ଥିବା ପର୍ଯ୍ୟଟକଙ୍କ ମୃତଦେହ ସୋମବାର ସକାଳେ ଉଦ୍ଧାର ହୋଇଛି। ଗତକାଲି କାଳବୈଶାଖୀ ପ୍ରଭାବରେ ବିନୋଦ ଚନ୍ଦ୍ର ଜେନା ନାମକ ଜଣେ ବ୍ୟକ୍ତି ନିଖୋଜ ହୋଇଯାଇଥିଲେ। ସେ କଟକ ଜିଲା ନିଆଳି ବ୍ଲକର ଓଲଟପୁର ଗ୍ରାମର ବୋଲି…
କ୍ଷତିପୂରଣ ଦାବିରେ ରାଜପଥରେ ମୃତଦେହ ରଖିଲେ ଗ୍ରାମବାସୀ, ଅଟକି ରହିଲେ ଡିଏଫ୍ଓ
ପାଟଣା,୯ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡ଼ା ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥର ଖଜୁରୀଡିହା ଛକରେ ରବିବାର ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିଲା। ମୃତ ବ୍ୟକ୍ତି ଜଣକ ହେଉଛନ୍ତି ଖଜୁରୀଡିହା ଗ୍ରାମର ଉପେନ୍ଦ୍ର ମହାନ୍ତଙ୍କ…
୫ ଦିନ ପରେ ମିଳିଲା ପ୍ରଧାନଶିକ୍ଷକଙ୍କ ଝୁଲନ୍ତା ମୃତଦେହ, ପାଖରୁ ମିଳିଲା…
ଝରିଗାଁ,୨୫ା୨(କିଶୋର ଚନ୍ଦ୍ର ମଣ୍ଡଳ): ନିଖୋଜ ହେବାର ୫ ଦିନ ପରେ ମିଳିଲା ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କ ମୃତଦେହ। ଯାହାକି ପରିବାର ଏବଂ ବିଦ୍ୟାଳୟରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି। ମୃତକ ଶିକ୍ଷକ ହେଉଛନ୍ତି ନବରଙ୍ଗପୁର ଜିଲା ଉମରକୋଟ ସହର ନିକଟସ୍ଥ ବଡ଼ଭରଣ୍ଡି ଗ୍ରାମର…
ମନ୍ତ୍ରୀଙ୍କ ବାସଭବନରେ ସହାୟକଙ୍କ ମୃତ୍ୟୁ, ପରିବାର ସହ…
ଭୁବନେଶ୍ୱର,୩୦ା୧: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସରକାରୀ ବାସଭବନରେ ସହାୟକ ଶଙ୍କର୍ଷଣ ନାଗଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ବଲାଙ୍ଗୀର ଜିଲାର। ବିଦ୍ୟୁତ ଆଘାତରେ ସହାୟକଙ୍କ ମୃତ୍ୟୁ ହୋଇଥିବା ସୂଚନାରୁ ଜଣାପଡ଼ିଛି। ତେବେ କ୍ୟାପିଟାଲ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ…
ଶୌଚ ପାଇଁ ଯାଇ ନିଖୋଜ ଥିଲେ ମହିଳା, ଜଙ୍ଗଲରେ ଝୁଲନ୍ତା…
ଆନନ୍ଦପୁର,୧୮ା୧:(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ବିରିଡିହା ଗ୍ରାମର ମହିଳା ନଦୀକୁ ଶୌଚ ହେବାପାଇଁ ଯାଇ ନିଖୋଜ ଥିବା ବେଳେ ରବିବାର ତାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି । ସୂଚନା ଅନୁସାରେ, କେନ୍ଦୁଝର ଜିଲା ଆନନ୍ଦପୁର ଥାନା…
Archives


