ମିଳିଲାନି ମହାପ୍ରୟାଣ ଗାଡ଼ି, ବାଇକ୍ରେ ଗାଁକୁ ଗଲା ମୃତଦେହ
ଲାଞ୍ଜିଗଡ଼,୧୪ା୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଠାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବା ରୋଗୀଙ୍କ ପାଇଁ ମିଳିଲାନି ମହାପ୍ରୟାଣ ଗାଡ଼ି। ଫଳରେ ବାଇକ୍ରେ ମୃତଦେହ ଗାଁକୁ ବୁହାହୋଇଛି। ରାଜ୍ୟ ସରକାର ଜନ୍ମରୁ ମୃତ୍ୟୁ ପର୍ଯ୍ୟନ୍ତ…
ଗାଧୋଉଥିବାବେଳେ ପୋଖରୀରେ ବୁଡ଼ି ଯୁବକଙ୍କ ଜୀବନ ଗଲା
ଦିଗପହଣ୍ଡି,୧୬ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ଜୀବନ ଯାଇଛି। ମୃତକ ଜଣଙ୍କ ହେଲେ ପଟିଗୁଡ଼ା ଗ୍ରାମର ନିରଞ୍ଜନ ସାହୁ। ବୁଧବାର ଅପରାହ୍ନ ପ୍ରାୟ ୩ଟାରେ ନିରଞ୍ଜନ ପୋଖରୀକୁ ଗାଧୋଇବା ପାଇଁ…
ଜାତୀୟ ରାଜପଥ କଡ଼ରୁ ଅଜଣା ଯୁବକଙ୍କ ମୃତଦେହ ଜବତ: ମୁହଁରେ ରହିଛି କ୍ଷତଚିହ୍ନ
ଗୋପାଳପୁର,୧ା୯(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଅଧିନସ୍ଥ ୧୬ ନଂ ଜାତୀୟ ରାଜପଥ କଡ଼ରୁ ରବିବାର ଜଣେ ଅଜଣା ଯୁବକଙ୍କ ମୃତଦେହକୁ ଗୋଳନ୍ଥରା ପୋଲିସ ଜବତ କରିଛି। ଏ ନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ…
ଗ୍ରୁପ୍ କିସ୍ତି ଟଙ୍କା ଦେବାକୁ ବାପଘର ଆସିଥିଲେ ମହିଳା, ଆଜି ପୋଖରୀରେ ଭାସୁଥିଲା ମୃତଦେହ
ମୋରଡ଼ା,୨୯ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳରେ ଜଣେ ମହିଳାଙ୍କ ମୃତଦେହ ଜବତ କରିଛି ପୋଲିସ। ସୂଚନାନୁଯାୟୀ, ଉକ୍ତ ଥାନା ଅଧୀନ ସାନମୁଣ୍ଢାବଣି ପଞ୍ଚାୟତର ଉଲୁମୁଣ୍ଡି ଜୁଗୁନି ସାହିର ଏକ ପୋଖରୀରୁ ଜଣେ ମହିଳାଙ୍କ ମୃତଦେହ ଭାସୁଥିବାର ଗ୍ରାମବାସୀ ଦେଖିଥିଲେ।…
ରେଳଲାଇନ୍ ପାର୍ଶ୍ୱରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପହଞ୍ଚିନି ପୋଲିସ
ଛତ୍ରପୁର,୧୦ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ବାଲିବଗଡ଼ ଗ୍ରାମ ନିକଟରେ ଥିବା ରେଳଲାଇନ୍ ପାର୍ଶ୍ୱରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ପଡ଼ିଛି। ଦୀର୍ଘ ସମୟ ଧରି ମୃତଦେହ ରେଳଲାଇନ୍ ପାର୍ଶ୍ୱରେ ପଡ଼ି ରହିଥିଲେ ସୁଦ୍ଧା ନା ଜିଆରପି ନା…
ରୋଜଗାର କରିବାକୁ ଯାଇ ବେଙ୍ଗାଲୁରୁରେ ଚାଲିଗଲା ଓଡ଼ିଆ ଯୁବକଙ୍କ ଜୀବନ, ଗାଁକୁ ଆସି ପାରିଲାନି ମୃତଦେହ
ପାଟଣା,୧୩ା୬(ବୀରକିଶୋର ଦାଶ): ବେଳେବେଳେ ଆତ୍ମୀୟଙ୍କ ଅନ୍ତିମ ଦର୍ଶନ ବି ପରିବାର ଲୋକେ କରିପାରନ୍ତି ନାହିଁ। ମୃତଦେହ ଆସିବାରେ ଅର୍ଥ ବାଧକ ସାଜେ। ଜଣେ ଓଡ଼ିଆ ଯୁବକ ରୋଜଗାର ଆଶାରେ ବେଙ୍ଗାଲୁରୁ ଯାଇ ମୃତ୍ୟୁ ଘଟିବା ପରେ ଗାଁକୁ ମୃତଦେହ ଆସି ପାରିଲା…
ରେଳଲାଇନ୍ରୁ ମିଳିଲା ଏବିଡିଓଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ
କେନ୍ଦୁଝର,୧୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ହରିଚନ୍ଦନପୁର ବ୍ଲକର ଏବିଡିଓ ବିଧୂଭୂଷଣ ଜେନାଙ୍କ କ୍ଷତବିକ୍ଷତ ମୃତ ହରିଚନ୍ଦନପୁର ନିକଟ ରେଳ ଲାଇନରୁ ରେଳବାଇ ପୋଲିସ ଉଦ୍ଧାର କରିଛି। ମୃତ୍ୟୁର ସଠିକ୍ କାରଣ ଜଣାପଡ଼ିନାହିଁ। ରେଳବାଇ ପୋଲିସ ମୃତଦେହ ଉଦ୍ଧାର କରି ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାକୁ…
Archives


