ଶସ୍ତା ହେବ ଔଷଧ, କମ୍ପାନୀଗୁଡ଼ିକ ସହ ଏକ ଆଶ୍ଚର୍ଯ୍ୟଜନକ ଚୁକ୍ତି କରିଛନ୍ତି ଡୋନାଲ୍ଡ ଟ୍ରମ୍ପ ଓ୍ବାଶିଂଟନ,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଔଷଧ ମୂଲ୍ୟ ହ୍ରାସ ପାଇଁ ସବୁଠାରୁ ବଡ଼ ପଦକ୍ଷେପ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ରୋଗୀମାନଙ୍କୁ ଆଉ ସେମାନଙ୍କ ଔଷଧ ପାଇଁ ବିଶ୍ୱର ଯେକୌଣସି ସ୍ଥାନରେ ନିଆଯାଇଥିବା ସର୍ବନିମ୍ନ ମୂଲ୍ୟଠାରୁ...