ନବ ଦାସ ମୃତ୍ୟୁ ଘଟଣା, ଝିଅ ଦୀପାଳିଙ୍କ ଭାଷଣକୁ ନେଇ ବଢିଲାଣି ଚର୍ଚ୍ଚା! ଭୁବନେଶ୍ୱର,୩୦।୧: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବଦାସଙ୍କ ମୃତ୍ୟୁକୁ ଏହା ଭିତରେ ୩ ବର୍ଷ ପୂରଣ ହୋଇଗଲାଣି। ୨୯ ଜାନୁଆରୀ ଗୁରୁବାର ନବଙ୍କ ତୃତୀୟ ଶ୍ରାଦ୍ଧ ବାର୍ଷିକ ସଭା ଝାରସୁଗୁଡା ବେହେରାମାଲ ସ୍ଥିତ ନବଦାସ ଅଡ଼ିଟୋରିୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜସ୍ତ୍ର ମନ୍ତ୍ରୀ ସୁରେଶ…