ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତଳେ ପଡ଼ିଯାଇଥିଲେ। କର୍ମଚାରୀମାନେ ତାଙ୍କୁ ନେଇ ଚାନ୍ଦବାଲି ମେଡିକାଲରେ ଭର୍ତ୍ତି…