ଇଂଲଣ୍ଡରୁ ମାଆ ମୃତ୍ୟୁର ସ୍କ୍ରିପ୍ଟ ନେଇ ଆସିଲେ ପୁଅ, ଗୁହାଳରେ ରହି ହତ୍ୟା ପରେ ଘର ପାଣିଟାଙ୍କିରେ…. ନୂଆଦିଲ୍ଲୀ,୧୨ା୧: ହରିୟାଣାର ଯମୁନାନଗରରୁ ଏକ ଖବର ସାମ୍ନାକୁ, ଯାହାକୁ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି । ଏହି କାହାଣୀଟି କୌଣସି ଫିଲ୍ମ ଥ୍ରୀଲରଠାରୁ କମ୍ ନୁହେଁ, କିନ୍ତୁ ଏହାର ଶେଷ ସମ୍ପୂର୍ଣ୍ଣ ଦୁଃଖଦ ଏବଂ ହୃଦୟ ବିଦାରକ। ପୁଅକୁ ତାଙ୍କ ମାଆ ସାତ...