ଚମାଖଣ୍ଡି ଛକରେ ସିରିଜ ଦୁର୍ଘଟଣା: ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି
ଛତ୍ରପୁର,୧୫ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ଚମାଖଣ୍ଡି ଛକରେ ବୁଧବାର ସନ୍ଧ୍ୟାରେ ଘଟିଥିବା ସିରିଜ୍ ଦୁର୍ଘଟଣାରେ ଆଉ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ନାଉଳି ଗାଁର ଲକ୍ଷ୍ମୀଧର ଗୌଡ଼ (୪୫) ଓ ଉତ୍ତର ପ୍ରଦେଶ କାନପୁରର ବିନୋଦ କୁମାର…

