Tag Archives: debagarh

ଶ୍ୱଶୁରଙ୍କ ଘରେ ଜ୍ୱାଇଁଙ୍କ ଆତ୍ମହତ୍ୟା, ରାତିରେ ସମସ୍ତେ ଶୋଇଥିବାବେଳେ…

ଦେବଗଡ଼,୧୯ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ବେତେଇଝରଣ ଗ୍ରାମସ୍ଥିତ ଶ୍ୱଶୁରଙ୍କ ଘରେ ଫାଶୀ ଲଗାଇ ଜ୍ୱାଇଁ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ଥାନା ଅନ୍ତର୍ଗତ ତେଲେନଡିହି ଗ୍ରାମର ପିତୃଷ କେରକେଟାଙ୍କ ପୁଅ ଏଫ୍ରେମ (୩୭)…

ଦ୍ରୁତଗତିରେ ଆସି ବୋଲେରୋକୁ ସାମ୍ନାପଟୁ ଧକ୍କା ଦେଲା କାର୍‌, ଆଉ ତା’ପରେ…

ଦେବଡ଼,୪ା୫(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଅନ୍ତର୍ଗତ ବଲଣ୍ଡା ନିକଟ ରାଜ୍ୟ ରାଜପଥରେ ରବିବାର ରାତିରେ ଏକ ବୋଲେରୋ ଏବଂ କାର୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଉଭୟ ଗାଡ଼ିର ୮ ଜଣ ଆହତ ହୋଇଥିବା ବେଳେ ୨ ଜଣ…

ଗୋହିରା ଜଳ ଭଣ୍ଡାରରେ ବୁଡି ଯୁବକ ମୃତ, ବିବାହ ଉତ୍ସବରେ ସାମିଲ ହେବାକୁ ଆସି…

ରିଆମାଳ,୨୨ା୪(ବଦ୍ରୀ ନାରାୟଣ ଅଗ୍ରୱଲା):ରିଆମାଳ ଥାନା କଂସର ଫାଣ୍ଡି ଅନ୍ତର୍ଗତ ଗୋହିରା ଜଳ ଭଣ୍ଡାରରେ ବୁଡି ବୁଧବାର ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣକ ବରଗଡ଼ ଜିଲା ଭଟଲିଛକ ନିବାସୀ ଗଣନାଥ ରଥ(୪୨) । ସେ ଆମ୍ବଘାଟ ଗ୍ରାମ…

ଦେବଗଡ଼ରେ ଲଜ୍ଜା: ନାମଯଜ୍ଞ ଦେଖିବାକୁ ଯାଇ ବଳାତ୍କାରର ଶିକାର ହେଲେ ଶିଶୁକନ୍ୟା, ଚିତ୍କାର କରିବାରୁ…

ଦେବଗଡ଼,୨୬ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅଞ୍ଚଳରେ ୫ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ରବିବାର ରାତିରେ ନାମଯଜ୍ଞ ଦେଖିବାକୁ ଯାଇଥିବା ବେଳେ ବଳାତ୍କାରର ଶିକାର ହୋଇଥିବା ଅଭିଯୋଗ ହୋଇଛି। ବାରକୋଟ ଥାନା ବାଲିରୋଇ ଗ୍ରାମର ଉଦିତ ପାତ୍ର…

ଏହି କାରଣ ପାଇଁ ସ୍ତ୍ରୀଙ୍କୁ ମାରିଦେଲେ, ସ୍ବାମୀଙ୍କ ସହ ବନ୍ଧା ହେଲେ …

ଦେବଗଡ଼,୧୬ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅଧୀନ ଢୋଲତୈଲା ଗ୍ରାମର ଶଶି ଗଡତିଆଙ୍କ ସ୍ତ୍ରୀ ନଳିନୀ ସୁହୁଳାଙ୍କୁ ଯୌତୁକ ଜନିତ ହତ୍ୟା ଘଟଣାରେ ସାମିଲ ଥିବା ଆଉ ୩ ଜଣଙ୍କୁ ପୋଲିସ ଗିରଫ କରି ଗୁରୁବାର କୋର୍ଟଚାଲାଣ କରାଯାଇଛି।…

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ ସନ୍ଧ୍ୟା ୬ ଯାଏ ବନ୍ଦ ଡାକରା ଦିଆଯାଇଛି । ୪୯ ନଂ ଜାତୀୟ ରାଜପଥ…

ସମ୍ପର୍କରେ କଳଙ୍କ: ମା’ଙ୍କୁ ବଳାତ୍କାର କଲେ ପୁଅ

ଦେବଗଡ଼,୩।୧୦(ଶଶାଙ୍କ ଶେଖର ଝାଙ୍କର): ସମ୍ପର୍କରେ ଲାଗିଛି କଳଙ୍କର ଛିଟା। ଜନ୍ମଦାତ୍ରୀ ମା’ଙ୍କୁ ବଳାତ୍କାର ଭଳି ଜଘନ୍ୟ ଅପରାଧ କରିବାକୁ ପଛାଇନାହାନ୍ତି ଜଣେ ପୁଅ। ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ମା’(୫୨)ଙ୍କୁ ୨୮ବର୍ଷୀୟ ପୁଅ ବଳାତ୍କାର କରିଛନ୍ତି।…

ଭାଜପା ସରକାର ଜନବିରୋଧୀ ସରକାର: ପାଣ୍ଡିଆନ

ଦେବଗଡ଼,୧୫ା୫: ଦେବଗଡ଼ରେ ଦଳୀୟ କର୍ମୀଙ୍କ ପାଇଁ ବୁଧବାର ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ସମୟରେ ୫-ଟି ଅଧ୍ୟକ୍ଷ ତଥା ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ବିରୋଧୀଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି, ଭାଜପା ସରକାର ଜନବିରୋଧୀ…

ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ଏହି ୩ ବଡ଼ ପ୍ରତିଶ୍ରୁତି, କହିଲେ…

ଦେବଗଡ଼,୧୫ା୫: ଦେବଗଡ଼ରେ ଦଳୀୟ କର୍ମୀଙ୍କ ପାଇଁ ବୁଧବାର ଜୋର୍‌ଦାର୍‌ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଯୋଜନା ଯଥା ବିଏସ୍‌କେଓ୍ବାଇ , ମିଶନ ଶକ୍ତି, ଲକ୍ଷ୍ମୀ ବସ୍‌, ମମତା ଯୋଜନା, ୫-ଟିସ୍କୁଲ, ନୂଆ ଓ ଛାତ୍ରବୃତ୍ତି…

୪ବର୍ଷର ଶିଶୁ କନ୍ୟାକୁ ବଳାତ୍କାର

ରିଆମାଳ, ୨୫ା୧୨ (ଡି.ଏନ.ଏ.):ଦେବଗଡ଼ ଜିଲା ରିଆମାଳ ଥାନା ଅଞ୍ଚଳରେ ମଙ୍ଗଳବାର ଜଣେ ୪ବର୍ଷର ଶିଶୁକନ୍ୟାକୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଏକ ମାମଲା ରୁଜୁ କରି ୨ଜଣ ଯୁବକଙ୍କୁ ଥାନାରେ ଅଟକ ରଖି ପଚରାଚରା କରୁଛି।…

ଚୋରାଚାଲାଣ ବେଳେ ବାଘଛାଲ ଜବତ, ୬ ଗିରଫ

ଦେବଗଡ, ୨୫-୯(ଡି.ଏନ.ଏ.):ଚୋରାଚାଲାଣ ବେଳେ ଦେବଗଡ ଜିଲା ବନ ବିଭାଗ ସୋମବାର ଏକ କଲରାପତରିଆ ବାଘ ଛାଲ ଜବତ କରିଛି। ଚାଲାଣରେ ବ୍ୟବହୃତ ବୋଲେରୋ ଓ ବାଇକ ଜବତ ହୋଇଛି। ଏଥିରେ ସମ୍ପୃକ୍ତ ୬ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ସୁନ୍ଦରଗଡ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?