ଆଇନ ମନ୍ତ୍ରୀ ଦେଲେ ବଡ଼ ସୂଚନା: ସରକାର ଆଣିବେ ଏକ ନୂଆ ଯୋଜନା, ଏଥିରେ ରହିଛି… ଭୁବନେଶ୍ୱର,୨୮ା୧୦: ମଠ ମନ୍ଦିର ସୁରକ୍ଷା ପାଇଁ ଏଣିକି ସରକାର ଏକ ନୂଆ ଯୋଜନା ଆଣିବାକୁ ଯାଉଛନ୍ତି। ଏହି ଯୋଜନାର ନାଁ ‘ଦେବାଳୟ ଯୋଜନା’। ନୂଆ ଯୋଜନା ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ସୂଚନା ଦେଇଛନ୍ତି। ଯୋଜନାକୁ ନେଇ...