ଭାଜପାରେ ଯୋଗଦେବା ପରେ ପ୍ରଥମ ପ୍ରତିକ୍ରିୟା ରଖିଲେ ଦେବାଶିଷ ,“ଗୁଣ୍ଡୁଚି ମୂଷା” ଭଳି … ଭୁବନେଶ୍ୱର,୨୫।୫: ଭାଜପାରେ ଆନୁଷ୍ଠାନିକ ଭାବେ ଯୋଗଦାନ କରିବା ପରେ ଦେବାଶିଷ ସାମନ୍ତରାୟ ନିଜର ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କ ବ୍ୟକ୍ତିତ୍ୱ ଓ କାର୍ଯ୍ୟଶୈଳୀରେ ପ୍ରଭାବିତ ହୋଇ ସେ ଭାଜପାରେ ଯୋଗ ଦେବାକୁ ସିଦ୍ଧାନ୍ତ ନେଇଥିଲେ। ଏହା ସହ…