ଫଡନାଭିସଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗଦେଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୁମ୍ବାଇ,୫ା୧୨: ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ଦେବେନ୍ଦ୍ର ଫଡନାଭିସ। ରାଜ୍ୟ ବିଧାନସଭା ନିର୍ବାଚନରେ ଭାଜପା ଏବଂ ଏହାର ସହଯୋଗୀ ଦଳ ବିଜୟ ଲାଭ କରିବା ମୁଖ୍ୟମନ୍ତ୍ରୀ ଇଏ ହେବ ସେ ନେଇ କଳ୍ପନା ଜଳ୍ପନା ଲାଗି ରହିଥିଲା।...