ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୧୭ା୩: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କର ପରଲୋକ ହୋଇଛି। ତାଙ୍କର ବିୟୋଗରେ ସମଗ୍ର ରାଜନୈତିକ ମହଲରେ ଶୋକର ଛାୟା ଖେଳାଇ ଦେଇଛି। ଦେବେନ୍ଦ୍ରଙ୍କ ନିଧନ ଖବର ପାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଶୋକ ପ୍ରକାଶ କରିବା ସହ ଦିବଙ୍ଗତ ନେତାଙ୍କ…
ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ, ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର,୧୭ା୩: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱର୍ଗତ ପ୍ରଧାନ ଜଣେ ଲୋକପ୍ରିୟ ଜନନେତା ଓ ଦକ୍ଷ ପାର୍ଲାମେଣ୍ଟାରିଆନ୍ ଥିଲେ । ୧୯୯୯ ମସିହାରୁ ୨୦୦୧ ମସିହା…
ପରଲୋକରେ ଧର୍ମେନ୍ଦ୍ରଙ୍କ ବାପା: ଜାଣନ୍ତୁ ଓଡ଼ିଶାରେ ଭାଜପା ପାଇଁ ପୂର୍ବତନ କେନ୍ଦ୍ରମନ୍ତ୍ରୀଙ୍କ ଅବଦାନ
ଭୁବନେଶ୍ୱର,୧୭ା୩: ଦେବେନ୍ଦ୍ର ପ୍ରଧାନଙ୍କ ରାଜନୈତିକ ଜୀବନ ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଓଡ଼ିଶାରେ ଦଳର ଅଗ୍ରଗତି ସହିତ ଗଭୀର ଭାବେ ଜଡ଼ିତ। ସେ ଓଡ଼ିଶାର ଜଣେ ପ୍ରଭାବଶାଳୀ ନେତା ଥିଲେ, ଯିଏ ରାଜ୍ୟରେ ଭାଜପାର ମୂଳଦୁଆ ସ୍ଥାପନ ଏବଂ ସଂଗଠନକୁ…

