ନବୀନଙ୍କୁ ରାଜାଙ୍କ ଚିଠି, ହାଇଜ୍ୟାକ୍ କଥା କହି ତେରେଛା ବାଣ ମାରିଲେ ଦେବୀ ଭୁବନେଶ୍ୱର,୧୪ା୪: ବିଜୁ ଜନତା ଦଳରେ ନେତାମାନଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗକୁ ନେଇ ମତାନ୍ତର ଦେଖିବାକୁ ମିଳୁଛି। ୱାକଫ୍ ବିଲ୍ ପ୍ରସଙ୍ଗରେ ଦଳର ମୁଖିଆ ନବୀନ ପଟ୍ଟନାୟକଙ୍କୁ ବରିଷ୍ଠ ନେତା ତଥା ଆଠଗଡ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଚିଠି ଲେଖି...