ଓଡ଼ିଶାର ଏହି ଅଭୟାରଣ୍ୟକୁ ଆସିବେ ଦୁଇଟି ନୂଆ ବାଘ: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଦେଲେ ସୂଚନା ଭୁବନେଶ୍ୱର: ରାଜ୍ୟରେ ବାଘ ବଂଶ ବୃଦ୍ଧି ପାଇଁ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ବରଗଡ଼ ଜିଲାସ୍ଥିତ ଦେବ୍ରୀଗଡ଼ ବନ୍ୟପ୍ରାଣୀ ଅଭୟାରଣ୍ୟକୁ ଖୁବଶୀଘ୍ର ଦୁଇଟି ନୂଆ ବାଘ ଅଣାଯିବ। ସୋମବାର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ…