ଜିଏସଟି ଭରିଲା ସରକାରଙ୍କ ରାଜକୋଷ, ଡିସେମ୍ବରରେ ୧.୭୭ ଲକ୍ଷ କୋଟି ଟଙ୍କା ସଂଗ୍ରହ ନୂଆଦିଲ୍ଲୀ,୧ା୧: ଡିସେମ୍ବର ୨୦୨୪ ରେ ବସ୍ତୁ ଏବଂ ସେବା କର (ଜିଏସଟି) ସଂଗ୍ରହରେ ବଡ଼ ଅଭିବୃଦ୍ଧି ଦେଖିବାକୁ ମିଳିଛି। ଜାନୁଆରୀ ୧ ରେ ପ୍ରକାଶିତ ତଥ୍ୟ ଅନୁଯାୟୀ, ଡିସେମ୍ବରରେ ଜିଏସଟି ସଂଗ୍ରହ ପୂର୍ବ ବର୍ଷ ବର୍ଷ ତୁଳନାରେ ୭.୩ ପ୍ରତିଶତ...