ଡିସେମ୍ବର ୧ରୁ ବଦଳିବାକୁ ଯାଉଛି ଟଙ୍କା ପଇସା ସହ ଜଡ଼ିତ ଏହି ବଡ଼ ନିୟମ, ଆପଣଙ୍କ ପକେଟ୍ ଉପରେ ପଡ଼ିବ ସିଧାସଳଖ ପ୍ରଭାବ!
ନୂଆଦିଲ୍ଲୀ, ୨୭।୧୧: ନୂଆ ମାସ ଅର୍ଥାତ୍ ୧ ଡିସେମ୍ବର ୨୦୨୬ ନିଜ ସହ ଅନେକ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ ପରିବର୍ତ୍ତନ ନେଇ ଆସୁଛି, ଯାହାର ସିଧାସଳଖ ପ୍ରଭାବ ସାଧାରଣ ଲୋକଙ୍କ ବଜେଟ୍, ନିବେଶ ଏବଂ ଦୈନନ୍ଦିନ ବ୍ୟାଙ୍କିଙ୍ଗ୍ କାର୍ଯ୍ୟ ଉପରେ ପଡ଼ିବାକୁ ଯାଉଛି।…

