ପ୍ରକାଶ ପାଇଲା +୨ ରେଜଲ୍ଟ, ଜାଣନ୍ତୁ କେମିତି କରିବେ ଚେକ୍
ଭୁବନେଶ୍ୱର,୨୧ା୫:ବୁଧବାର ଅପରାହ୍ନରେ ପ୍ରକାଶ ପାଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଯୁକ୍ତ ଦୁଇ ରେଜଲ୍ଟ। ଏକା ସାଙ୍ଗରେ କଳା, ବାଣିଜ୍ୟ, ବିଜ୍ଞାନ ଏବଂ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇଛି। CHSE କାର୍ଯ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ...


