ଶୁଭମିତ୍ରା ହତ୍ୟା ଘଟଣା: ସାମ୍ନାକୁ ଆସିଲା ଆଉ ଏକ ନୂଆ ତଥ୍ୟ, ପ୍ରଥମ ସ୍ତ୍ରୀଙ୍କୁ ବି ହତ୍ୟା କରିଥିଲେ ଦୀପକ, ପୋଲିସ କହିଲା… ଭୁବନେଶ୍ୱର,୧୮ା୯: ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁ ହତ୍ୟା ଘଟଣାରେ ପୁଣି ଏକ ନୂଆ ମୋଡ଼ ଆସିଛି। ଅଭିଯୁକ୍ତ ଦୀପକ ରାଉତ ତାଙ୍କ ପ୍ରଥମ ସ୍ତ୍ରୀ ଅପର୍ଣ୍ଣାଙ୍କୁ ମଧ୍ୟ ହତ୍ୟା କରିଥିଲେ। ମୃତ୍ୟୁର ୩ ବର୍ଷ ପରେ ମୁହଁ ଖୋଲିଛନ୍ତି ପ୍ରଥମ...