ପ୍ରତିରକ୍ଷା ବଜେଟ୍ରେ ରେକର୍ଡ ବୃଦ୍ଧି: ସେନା ଯେତିକି ମାଗିଥିଲା, ତାଠାରୁ ଅଧିକ ଦେଲେ ସରକାର ନୂଆଦିଲ୍ଲୀ,୧।୨: ପ୍ରତିରକ୍ଷା କ୍ଷେତ୍ର ପାଇଁ ଏକ ବଡ଼ ଧରଣର ବ୍ୟୟବରାଦ ଘୋଷଣା କରିଛନ୍ତି ସରକାର। ‘ଅପରେସନ ସିନ୍ଦୂର’ ପରେ ସୀମାରେ ବଢ଼ୁଥିବା ଆତଙ୍କବାଦୀ କାର୍ଯ୍ୟକଳାପକୁ ଦୃଷ୍ଟିରେ ରଖି ବଜେଟ ବୃଦ୍ଧି କରାଯାଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ…