ପ୍ରଧାନମନ୍ତ୍ରୀଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହତ୍ୟା ଷଡ଼ଯନ୍ତ୍ର ପଣ୍ଡ; ଜଣେ ସନ୍ଦିଗ୍ଧଙ୍କୁ ଗିରଫ କରିଛି ପୋଲିସ
ୱାର୍ସା,୧୨।୧୦: ପୋଲାଣ୍ଡର ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କ ଏବଂ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହତ୍ୟା କରିବା ପାଇଁ ଷଡଯନ୍ତ୍ର ରଚିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଅଟକ ରଖାଯାଇଛି। ସମ୍ଭାବ୍ୟ ବିପଦ ସମ୍ପର୍କରେ ଗୃହ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିବା ପରେ ପୋଲିସ ତୁରନ୍ତ ଅଭିଯୁକ୍ତଙ୍କୁ…
ହାଲ୍ରେ ଶକ୍ତି ମିଗ୍ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ
ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍ (ହାଲ୍)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ପ୍ରାୟ ୨୧୮ କୋଟି ଟଙ୍କା ବ୍ୟୟ ଅଟକଳରେ ଏହି ପ୍ରକଳ୍ପ…
୪୦ ମିନିଟ ପର୍ଯ୍ୟନ୍ତ ମୋଦି-ରାଜନାଥ ମାରାଥନ ଚର୍ଚ୍ଚା: ହୋଇପାରେ ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ,୨୮।୪: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ବାସଭବନରେ ହୋଇଥିବା ୪୦ ମିନିଟ ବୈଠକରେ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ମଧ୍ୟ…

